Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ନିୟମିତ ମିଳିଲା ଜାମିନ

by ସଞ୍ଜୟ ସ୍ୱାଇଁ
August 4, 2022
in Crime, State
ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ନିୟମିତ ମିଳିଲା ଜାମିନ
76
VIEWS
Share on FacebookShare on Twitter

ଟାଙ୍ଗୀ, (ବାଘୁଆବାର୍ତ୍ତା): ନିୟମିତ ଜାମିନ ପାଇଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ । ପୁର୍ବରୁ ସୁପ୍ରିମକୋର୍ଟ ବିଧାୟକଙ୍କୁ ସର୍ତ୍ତମୂଳକ ଜାମିନ ଦେଇଥିଲେ , ହେଲେ ବାଣପୁର କୋର୍ଟରେ ଓକିଲମାନଙ୍କ ଧର୍ମଘଟ ଚାଲିଥିବାରୁ ନିୟମିତ ଜାମିନ ପାଇପାରି ନ ଥିଲେ । ଉଚ୍ଚ ନ୍ୟାୟାଳୟଙ୍କ ଆଦେଶ ଅନୁଯାୟୀ ବିଧାୟକ ପିଆର ବଣ୍ଡରେ ବାଣପୁର ଜେଲରୁ ପାଇଥିଲେ ଜାମିନ। ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ ବାଣପୁର ଜେଏମଏଫସି କୋର୍ଟରେ ହାଜର ହୋଇ ଗୁରୁବାର ନିୟମିତ ଜାମିନ ପାଇଛନ୍ତି। ଦୁଇ ଗୋଟି ଜାମିନଦାର ଓ ୩୦ ହଜାର ଟଙ୍କା ବ୍ୟକ୍ତିଗତ ମୁଚଲିକା ବଦଳରେ ଜାମିନ ପାଇଛନ୍ତି ବିଧାୟକ। ଅନ୍ୟପଟେ ଏହି ମାମଲା ଆଜି ବାଣପୁର ଜେଏମଏଫସି କୋର୍ଟରୁ ଭୁବନେଶ୍ୱର ଏଡିଜେ-୩ କୋର୍ଟକୁ ସ୍ଥାନାନ୍ତରିତ ହୋଇଥିବାର ବାଣପୁର ଜେଏମଏଫସି କୋର୍ଟ ସରକାରୀ ଓକିଲ ପ୍ରାଚୀ ପ୍ରଭା ନନ୍ଦ ସୂଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!