Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନିଜେ ବିଷ ପିଇ ୧୦ମାସର ଶିଶୁକୁ ପିଆଇଲା ମା’

by ସଞ୍ଜୟ ସ୍ୱାଇଁ
August 5, 2022
in Crime, State
ଘରୋଇ କଳହକୁ ନେଇ ବିଷ ପିଇଦେଲେ ପୁଅବୋହୂ, ଏହା ସହି ନ ପାରି ମା’ ବି ବାଛିଲେ ସମାନ ବାଟ, ୩ ଜଣଙ୍କ ଅବସ୍ଥା ଗୁରୁତର
109
VIEWS
Share on FacebookShare on Twitter

ଯାଜପୁର, (ବାଘୁଆବାର୍ତ୍ତା): ପାରିବାରିକ କଳହର କରୁଣ ପରିଣତି । ନିଜେ ବିଷ ପିଇ ୧୦ ମାସର ଶିଶୁକୁ ବିଷ ପିଆଇଲା ମା’ । ଯାଜପୁର ଜିଲ୍ଲା କୁଆଖିଆ ଥାନା ରସୁଣା ସାମନ୍ତରାପୁର ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଯାଜପୁର ଜିଲ୍ଲା କୁଆଖିଆ ଥାନା ରସୁଣା ସାମନ୍ତରାପୁର ଗାଁର ଜଣେ ମହିଳା ପାରିବାରିକ କଳହରୁ ନିଜେ ବିଷ ପିଇବା ସହ ୧୦ ମାସର ଶିଶୁକୁ ବିଷ ପିଆଇଦେଇଛନ୍ତି । ଫଳରେ ସେମାନଙ୍କୁ ପ୍ରଥମେ ଯାଜପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ସେଠାରେ ସ୍ବାସ୍ଥାବସ୍ଥା ଗୁରୁତର ହେବାରୁ ଉଭୟଙ୍କୁ କଟକ ବଡ ମେଡିକାଲ ସ୍ଥାନାନ୍ତର କରାଯାଇଛି । ସେଠାରେ ଉଭୟଙ୍କ ଚିକିତ୍ସା ଜାରି ରହିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!