Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନାଳରୁ ଯୁବକଙ୍କ ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
August 6, 2022
in Crime, State
ନାଳରୁ ଯୁବକଙ୍କ ମୃତଦେହ ଉଦ୍ଧାର
43
VIEWS
Share on FacebookShare on Twitter

ଉଦଳା, (ବାଘୁଆବାର୍ତ୍ତା): ନାଳରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୟୁରଭଞ୍ଜ ଜିଲ୍ଲା କପ୍ତିପଦା ଥାନା ନୁଦଡିହା ଫାଣ୍ଡି ନିକଟ ନାଳରୁ ମୃତଦେହ ଉଦ୍ଧାର ହୋଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି । ସୂଚନାଯୋଗ୍ୟ ଯେ, ମୟୁରଭଞ୍ଜ ଜିଲ୍ଲା କପ୍ତିପଦା ଥାନା ନୁଦଡିହା ଫାଣ୍ଡି ନିକଟ ନାଳରେ ଶନିବାର ସକାଳେ ସ୍ଥାନୀୟ ଲୋକେ ମୃତଦେହ ଦେଖିବା ପରେ ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି । ଏହା ସହିତ ବାରିପଦାରୁ ସାଇଣ୍ଟିଫିକ୍ ଟିମ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତକୁ ତ୍ବରାନ୍ବିତ କରିଛନ୍ତି । ମୃତକ ହେଲେ ନୂଆଗାଁ ଗ୍ରାମର ଜଗନ୍ନାଥ ବିନ୍ଧାଣି । ତାଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ପୋଲିସର ତଦନ୍ତ ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ । ତେବେ ଏହା ଏକ ଦୁର୍ଘଟଣା ନା’ ହତ୍ୟା ତାହାକୁ ନେଇ ଖୋଳତାଡ କରୁଛି କପ୍ତିପଦା ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!