Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଇକ୍‌ରୁ ଗଞ୍ଜେଇ ଜବତ, ୪ ଗିରଫ

by ସଞ୍ଜୟ ସ୍ୱାଇଁ
August 6, 2022
in Crime, State
ବାଇକ୍‌ରୁ ଗଞ୍ଜେଇ ଜବତ, ୪ ଗିରଫ
45
VIEWS
Share on FacebookShare on Twitter

ସୁବର୍ଣ୍ଣପୁର, (ବାଘୁଆବାର୍ତ୍ତା): ସୁବର୍ଣ୍ଣପୁର ଜିଲ୍ଲା ସଦର ମହକୁମା କୁଞ୍ଜ ଛକ ନିକଟରୁ ସଦର ପୋଲିସ ଅଭିନବ ଉପାୟରେ ଗଞ୍ଜେଇ ଚୋରା ଚାଲାଣ କରୁଥିବା ଏକ ର୍ୟାକେଟକୁ ଧରିବାରେ ସଫଳ ହୋଇଛି ଓ ଶୁକ୍ରବାର ସନ୍ଧ୍ୟାରେ ସୋନପୁର ପୋଲିସ ପାଟ୍ରୋଲିଂ କରୁଥିବା ସମୟରେ କୁଞ୍ଜ ଛକ ନିକଟରେ ଏକ ବାଇକରେ ଜଣେ ମହିଳା ଓ ପୁରୁଷ ଯାଉଥିବା ବେଳେ ସନ୍ଦେହ କରି ଅଟକାଇଥିଲେ ଓ ବାଇକ୍ ସର୍ଚ୍ଚ କଲାବେଳେ ବାଇକରୁ ୨୧କେଜି ୨୦୦ଗ୍ରାମ ଗଞ୍ଜେଇ ଥିବା ଜାଣିପାରିଥିଲେ ଓ ଏହି ବାଇକକୁ ଆଉ ଗୋଟେ ବାଇକ ଏସକର୍ଟ କରି ଯାଉଥିବା ଜାଣି ତାକୁ ବି ଧରିଥିଲେ ଓ ସେମାନଙ୍କ ନିକଟରୁ ୪ଟି ମୋବାଇଲ, ଗୋଟେ ଦେଶୀ ପିସ୍ତଲ, ଗୋଟେ ଜୀବନ୍ତ ଗୁଳି ସହିତ ଗୋଟେ ମାଗାଜିନ ଜବତ କରିଥିଲେ ଓ ତେବେ ଏହି ଚୋରା ଚାଲାଣ ଘଟଣାରେ ପୋଲିସ ଚାରି ଜଣଙ୍କୁ ଗିରଫ କରିଥିବା ବେଳେ ଏମାନେ ହେଲେ ମନମୁଣ୍ଡା ଥାନା ଅଞ୍ଚଳର ଦାମୋଦର ମହାଲିଙ୍ଗ ଓ ଯୋଗେଶ୍ବର ପ୍ରଧାନ ହୋଇଥିବା ବେଳେ ଅନ୍ୟ ଦୁଇ ଜଣ ଛତିଶଗଡ ଅଂଚଳର ଗାୟତ୍ରୀ ଶୀଧର ଓ ସାହିଲ ସାହୁ ବୋଲି ଜଣାପଡିଛି । ଚାରି ଜଣ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିବା ବେଳେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ସଦର ପୋଲିସ ଷ୍ଟେସନରେ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!