Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅଜଣା ଗାଡି ଧକ୍କାରେ ଦୁଇ ବାଇକ ଆରୋହୀ ମୃତ

by ସଞ୍ଜୟ ସ୍ୱାଇଁ
August 7, 2022
in Crime, State
ଅଜଣା ଗାଡି ଧକ୍କାରେ ଦୁଇ ବାଇକ ଆରୋହୀ ମୃତ
29
VIEWS
Share on FacebookShare on Twitter

ସମ୍ବଲପୁର, (ବାଘୁଆବାର୍ତ୍ତା): ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଅଜଣା ଗାଡ଼ି ଧକ୍କାରେ ୨ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି । ସମ୍ବଲପୁର ସିନ୍ଦୁରପଙ୍କ କୁଦୋପାଲି ବ୍ରିଜରେ ଏହି ଅଘଟଣା ଘଟିଛି । ତେବେ ମିଳିଥିବା ଖବର ଅନୁଯାୟୀ, ଏହି ମର୍ମନ୍ତୁଦ ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉଭୟଙ୍କ ମୃତ୍ୟୁ ହୋଇଥିବା ବେଳେ ପରିଚୟ ମିଳିପାରିନାହିଁ । ମୃତକଙ୍କ ମଧ୍ୟରେ ଜଣେ ମହିଳା ଏବଂ ଜଣେ ପୁରୁଷ ଅଛନ୍ତି । ଆମ୍ବୁଲାନ୍ସ ଏବଂ ସ୍ଥାନୀୟ ପୁଲିସ ପହଞ୍ଚି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି । ଦୁର୍ଘଟଣା ଘଟାଇ ଅଜଣା ଗାଡ଼ିଟି ଫେରାର ହୋଇଥିବା ବେଳେ ପୁଲିସ ଛାନଭିନ ଆରମ୍ଭ କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!