Tuesday, November 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୬ ବର୍ଷ ପରେ ଭାରତୀୟ ମହିଳା ହକି ଟିମ ନାଁରେ ପଦକ

by ସଞ୍ଜୟ ସ୍ୱାଇଁ
August 7, 2022
in NATIONAL NEWS, Sports
୧୬ ବର୍ଷ ପରେ ଭାରତୀୟ ମହିଳା ହକି ଟିମ ନାଁରେ ପଦକ
58
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ଭାରତୀୟ ମହିଳା ହକି ଟିମ ରାଜ୍ୟଗୋଷ୍ଠୀ କ୍ରୀଡା ୨୦୨୨ରେ ବ୍ରୋଞ୍ଜ ପଦକ ଜିତି ଇତିହାସ ରଚିଛି । ବ୍ରୋଞ୍ଜ ପଦକ ମୁକାବିଲାରେ ପୂର୍ବତନ ଚାମ୍ପିୟନ ନ୍ୟୁଜିଲାଣ୍ଡକୁ ସୁଟଆଉଟରେ ୨-୧ରେ ପରାସ୍ତ କରିଛି ଭାରତୀୟ ଟିମ । ରାଜ୍ୟଗୋଷ୍ଠୀ କ୍ରୀଡା ଇତିହାସରେ ଏହା ମହିଳା ହକି ଟିମର ତୃତୀୟ ପଦକ । ଏହା ପୂର୍ବରୁ ଭାରତ ୨୦୦୨ରେ ସ୍ୱର୍ଣ୍ଣ ଜିତିଥିଲା । ଏହାପରେ ଭାରତୀୟ ଟିମ ରୌପ୍ୟ ପଦକ ଜିତିଥିଲା । ବର୍ତ୍ତମାନର ରାଜ୍ୟଗୋଷ୍ଠୀ କ୍ରୀଡାରେ ଏହା ଭାରତର ୪୧ତମ ପଦକ । ଭାରତୀୟ ଟିମ ମ୍ୟାଚର ଶେଷ ମୁହୂର୍ତ୍ତ ଯାଏଁ ୧-୦ରେ ଆଗରେ ଥିଲା କିନ୍ତୁ ଶେଷ ୩୦ ସେକେଣ୍ଡରୁ କମ ସମୟରେ ବିରୋଧୀ ଦଳ ଏକ ପେନଲ୍ଟି କର୍ଣ୍ଣର ପାଇଥିଲେ । ନ୍ୟୁଜିଲାଣ୍ଡ ଟିମ ଏହି ପେନଲ୍ଟିକୁ ଗୋଲରେ ପରିଣତ କରିଥିଲା । ଏହାସହ ମ୍ୟାଚରେ ବରାବର ହୋଇଥିଲା । ଏହାପରେ ମ୍ୟାଚର ରେଜଲ୍ଟ ପାଇଁ ସୁଟ ଆଉଟ ହୋଇଥିଲା । ଭାରତୀୟ ଟିମ ଧୈର୍ୟ୍ୟ ରଖି ସୁଟ ଆଉଟରେ ବିଜୟୀ ହୋଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!