Wednesday, June 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟ ଗୋଷ୍ଠୀ କ୍ରୀଡ଼ା ଟ୍ରିପଲ ଜମ୍ପରେ ହାତେଇଲେ ସ୍ୱର୍ଣ୍ଣ ପଦକ

by ସଞ୍ଜୟ ସ୍ୱାଇଁ
August 7, 2022
in NATIONAL NEWS, Sports
ରାଜ୍ୟ ଗୋଷ୍ଠୀ କ୍ରୀଡ଼ା ଟ୍ରିପଲ ଜମ୍ପରେ ହାତେଇଲେ ସ୍ୱର୍ଣ୍ଣ ପଦକ
46
VIEWS
Share on FacebookShare on Twitter

ବର୍ମିଙ୍ଗହାମ, (ବାଘୁଆବାର୍ତ୍ତା): ବର୍ମିଙ୍ଗହାମ ରାଜ୍ୟ ଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ଆଉ ଏକ ସଫଳତା ମିଳିଛି। ରବିବାର ଟ୍ରିପଲ ଜମ୍ପ ବିଭାଗରେ ଭାରତୀୟ ଖେଳାଳୀ ଏଲଢସ ପଲ୍‌ ପ୍ରଥମ ସ୍ଥାନ ଅଧିକାର କରି ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି। ଏଲଢ଼ସଙ୍କ ସଫଳତାକୁ ମିଶାଇ ରାଜ୍ୟଗୋଷ୍ଠୀ କ୍ରୀଡ଼ା ୨୦୨୨ରେ ଭାରତ ବର୍ତ୍ତମାନ ସୁଦ୍ଧା ମୋଟ୍‌ ୨୬ଟି ସ୍ୱର୍ଣ୍ଣ ପଦକ ହାତେଇଛି। ରବିବାର ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତ ମୋଟ୍‌ ୩ଟି ସ୍ୱର୍ଣ୍ଣ ପଦକ ହାତେଇବାରେ ସଫଳ ହୋଇଛି। ସେହିପରି ଏହି ପ୍ରତିଯୋଗିତାରେ ଭାରତୀୟ ଖେଳାଳୀ ଅବଦୁଲ୍ଲା ଅବୁବାକର ତାଙ୍କ ପଞ୍ଚମ ପ୍ରୟାଶରେ ୧୭.୦୨ ମିଟର ଜମ୍ପ କରି ରୌପ୍ୟ ପଦକ ଲାଭ କରିଛନ୍ତି। ଅନ୍ୟପଟେ ବରମୁଣ୍ଡାର ଜହ-ନାଇ ପରିଞ୍ଚିଫ ବ୍ରୋଞ୍ଜ ପଦକ ଜିତିଛନ୍ତି। ସେହିଭଳି ୧୦ କିମି ବର୍ଗ ଦୌଡ ପ୍ରତିଯୋଗିତାରେ ଭାରତର ସନ୍ଦୀପ କୁମାର କାଂସ୍ୟ ପଦକ ଜିତିଛନ୍ତି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!