Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମାତିଲେ ପଲସର୍ ଲୁଟେରା, ମହିଳାଙ୍କଠାରୁ ଝାମ୍ପିନେଲେ ୭୦ହଜାର ଟଙ୍କା

by ସଞ୍ଜୟ ସ୍ୱାଇଁ
August 8, 2022
in Crime, State
ମାତିଲେ ପଲସର୍ ଲୁଟେରା, ମହିଳାଙ୍କଠାରୁ ଝାମ୍ପିନେଲେ ୭୦ହଜାର ଟଙ୍କା
48
VIEWS
Share on FacebookShare on Twitter

ଜଳେଶ୍ବର, (ବାଘୁଆବାର୍ତ୍ତା): ଜଳେଶ୍ବର ଥାନା ଅଞ୍ଚଳରେ ପୁଣି ମାତିଲେ ପଲସର ଲୁଟେରା । ମହିଳାଙ୍କ ଠାରୁ ଲୁଟି ନେଲେ ୭୦ହଜାର ଟଙ୍କା । ତଦନ୍ତ ଜାରି ରଖିଛି ପୋଲିସ । ସୂଚନାଯୋଗ୍ୟ ଯେ, ବାଲେଶ୍ବର ଜିଲ୍ଲା ରାଇବଣିଆ ଥାନା ସରଢ଼ିଆ ଅଞ୍ଚଳର ଜଣେ ମହିଳା ଘର କାମ ପାଇଁ ୟୁକୋ ବ୍ୟାଙ୍କରୁ ୭୦ ହଜାର ଟଙ୍କା ଉଠାଇଥିଲେ । ଟଙ୍କାକୁ ବ୍ୟାଗରେ ରଖି ମହିଳା ଜଣଙ୍କ ରାସ୍ତାରେ ଚାଲି ଚାଲି ଯାଉଥିବା ବେଳେ ଜଳେଶ୍ବର ଥାନାଠାରୁ ୫୦ ମିଟର ଦୂରରେ ଥିବା ଅଭିନନ୍ଦନ ଲୁଗା ଦୋକାନ ସମ୍ମୁଖରେ ଲୁଟ୍ ହୋଇଥିଲା । ଦୁଇ ଜଣ ଲୁଟେରା ପଲସର ବାଇକ୍‌ରେ ଆସି ମହିଳାଙ୍କଠାରୁ ଟଙ୍କା ଭର୍ତ୍ତି ବ୍ୟାଗ୍ ଝାମ୍ପି ନେଇଥିଲେ । ଏ ନେଇ ମହିଳା ଜଣଙ୍କ ଜଳେଶ୍ବର ଥାନାରେ ଅଭିଯୋଗ କରିଥିଲେ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଛି । ସିସିଟିଭି ଫୁଟେଜ୍‌ର ମଧ୍ୟ ଯାଞ୍ଚ କରୁଛି ପୋଲିସ । ଏପର୍ୟ୍ୟନ୍ତ ଲୁଟେରାମାନଙ୍କ ସମ୍ପର୍କରେ ସ୍ପଷ୍ଟ ସୂଚନା ମିଳିପାରିନାହିଁ । ଜଳେଶ୍ବର ଥାନା ଅଞ୍ଚଳରେ ଗୋଟିଏ ମାସରେ ଦୁଇ ଦୁଇଟି ଛିନତାଇ ଘଟଣା ସାମ୍ନାକୁ ଆସିଲାଣି । ସହରରେ ବାରମ୍ବାର ଚୋରି, ଡକାୟତି, ରାହାଜାନୀ ବଢି ବଢି ଚାଲିଥିବା ବେଳେ ପୋଲିସର ପାରିବାପଣିଆ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!