Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ ପ୍ରଜାମଣ୍ଡଳ ମହିଳା ମହାବିଦ୍ୟାଳୟ ପାସହାର ୯୭.୪୪%, ଜୋତିର୍ମୟୀ କଲେଜ ଟପ୍ପର

by ସଞ୍ଜୟ ସ୍ୱାଇଁ
August 9, 2022
in Education, Nayagarh, State
ନୟାଗଡ଼ ପ୍ରଜାମଣ୍ଡଳ ମହିଳା ମହାବିଦ୍ୟାଳୟ ପାସହାର ୯୭.୪୪%, ଜୋତିର୍ମୟୀ କଲେଜ ଟପ୍ପର
437
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଗତକାଲି ପ୍ରକାଶିତ ହୋଇଥିବା +୨ କଳା ପରୀକ୍ଷାରେ ନୟାଗଡ଼ ପ୍ରଜାମଣ୍ଡଳ ମହିଳା ମହାବିଦ୍ୟାଳୟର ୨୩୫ ଜଣ ଛାତ୍ରୀଙ୍କ ମଧ୍ୟରୁ ୧୮୧ ଜଣ ପ୍ରଥମ ଶ୍ରେଣୀରେ, ୩୧ ଜଣ ଦ୍ୱିତୀୟ ଶ୍ରେଣୀରେ ଏବଂ ୧୭ଜଣ ୩ୟ ଶ୍ରେଣୀରେ ଉତ୍ତିର୍ଣ୍ଣ ହୋଇଛନ୍ତି । ଛାତ୍ରୀ ମାନଙ୍କ ମଧ୍ୟରୁ ଜ୍ୟୋତିର୍ମୟୀ ପରିଡା ୫୩୪ ନମ୍ବର ରଖି ମହାବିଦ୍ୟାଳୟରେ ଶ୍ରେଷ୍ଠସ୍ଥାନ ଅଧିକାର କରିଛନ୍ତି । ତାଙ୍କର ବାଲୁଗାଁ  ଘଣ୍ଟାସାହି ରେ ଅବସ୍ଥିତ । ସେ କୈଳାଶ ଚନ୍ଦ୍ର ପରିଡା ଓ ବାସନ୍ତୀ ପରିଡା ଙ୍କ ଝିଅ ଅଟନ୍ତି । ଏତତ୍ ବ୍ୟତିତ ୨୭ ଜଣ ଛାତ୍ରଛାତ୍ରୀ ୫୦୦ ରୁ ଉଦ୍ଧ୍ୱର୍ ନମ୍ବର ରଖି ମହାବିଦ୍ୟାଳୟର ଗୌରବ ବୃଦ୍ଧି କରିଛନ୍ତି । ଏଥିପାଇଁ ମହାବିଦ୍ୟାଳୟର ଅଧ୍ୟକ୍ଷା ରାଜଶ୍ରୀ ମହାପାତ୍ର ଛାତ୍ରୀ ଓ ଅଧ୍ୟାପକ, ଅଧ୍ୟାପିକା ମାନଙ୍କୁ ଅଭିନନ୍ଦନ ଜଣାଉଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!