Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଲ୍ଲା କାରାଗାରରେ କଏଦୀ ମୃତ

by ସଞ୍ଜୟ ସ୍ୱାଇଁ
August 12, 2022
in Crime, State
ଜିଲ୍ଲା କାରାଗାରରେ କଏଦୀ ମୃତ
47
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ଆଜି ପୁରୀ ଜିଲ୍ଲା କାରାଗାରରେ ଜଣେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ ଜଣକ ହେଉଛି ବ୍ରହ୍ମଗିରି ଥାନା ଅନ୍ତର୍ଗତ ଶିଶାପୁର ଗ୍ରାମର ବିଶ୍ୱନାଥ ବାରିକ। ସେ ବେକରେ ଗାମୁଛା ଲଗାଇ ବାଥରୁମ୍ ଘରେ ଆତ୍ମହତ୍ୟା କରିଥିବା ଜେଲ୍ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ସେ କାହିଁକି ଆତ୍ମହତ୍ୟା କଲେ ତାହା ଜଣାପଡ଼ିନାହିଁ। ଗତ ମଇ ୩ ତାରିଖରୁ ସେ ଏକ ବଳାତ୍କାର ମାମଲାରେ ବିଚାରଧୀନ କଏଦୀ ଭାବେ ଜେଲରେ ଥିଲେ। ତେବେ କେଉଁ କାରଣରୁ ସେ ଆତ୍ମହତ୍ୟା କଲେ ତାହା ସନ୍ଦେହ ସୃଷ୍ଟି କରିଛି। ସୂଚନା ଥାଉକି, ପୁରୀ ସଦର ମହକୁମା ଠାରୁ ୨୦ କିଲୋମିଟର ଦୂର ବାଙ୍ଗର ଠାରେ ରହିଛି ଜିଲ୍ଲା କାରାଗାର। ଜେଲ୍‌ର କଡ଼ା ସୁରକ୍ଷା ବ୍ୟବସ୍ଥା ଭିତରେ କଏଦୀ ଆତ୍ମହତ୍ୟା କରିବା ଅଲୋଚନାର ବିଷୟ ହୋଇଛି। ତେବେ ପୁରୀ ପୁଲିସ ଏହି ଘଟଣା କିପରି ଘଟିଲା ସେନେଇ ତଦନ୍ତ କରୁଛି। ତଦନ୍ତ ସରିବା ପରେ ଏହି ମୃତ୍ୟୁ କିପରି ଘଟିଛି ତାହା ସ୍ପଷ୍ଟ ହେବ ବୋଲି ପୁଲିସ ପକ୍ଷରୁ କୁହାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!