Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏସଟିଏଫର ଚଢ଼ାଉ, ୫ଟି ଦେଶୀ ପିସ୍ତଲ ସହ ଅଫୁଟା ଗୁଳି ଜବତ

by ସଞ୍ଜୟ ସ୍ୱାଇଁ
August 16, 2022
in Crime, State
ଏସଟିଏଫର ଚଢ଼ାଉ, ୫ଟି ଦେଶୀ ପିସ୍ତଲ ସହ ଅଫୁଟା ଗୁଳି ଜବତ
62
VIEWS
Share on FacebookShare on Twitter

ଢେଙ୍କାନାଳ, (ବାଘୁଆବାର୍ତ୍ତା): ଢେଙ୍କାନାଳ ସଦର ଥାନା ଅଂଚଳ ଏବେ ପାଲଟିଛି ଚୋରା ବନ୍ଧୁକ କାରବାରର ହବ୍‌ । ଗତ କିଛିଦିନ ପୂର୍ବେ ଭାପୁର ଅଂଚଳରୁ ଏସଟିଏଫ ଚଢ଼ାଉ କରି ୭ଟି ଚୋରା ବନ୍ଧୁକ ଜବତ କରିଥିବା ବେଳେ ମଙ୍ଗଲବାର ପୁଣି ଚଢ଼ାଉ କରିଛି । ବିଶେଷ ସୂତ୍ରରୁ ଖବର ପାଇ ଏସଟିଏଫର ଏକ ଟିମ ମଙ୍ଗଳବାର ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ଛାଟିଆ ଓ ଡେଙ୍ଗଚୋରେଇ ଗ୍ରାମରେ ଚଢ଼ାଉ କରିଥିଲା । ଏହି ଚଢ଼ଉରେ ୫ଟି ଚୋରା ଦେଶୀ ପିସ୍ତଲ ଓ ଅଫୁଟା ଗୁଳି ଜବତ କରାଯାଇଛି। ଏହି ଚୋରା ଦେଶୀ ପିସ୍ତଲ କାରବାର କରୁଥିବା ଛାଟିଆ ଅଂଚଳର ରୋହିତ ନାୟକ ନାମକ ଜଣେ ଯୁବକକୁ ଗିରଫ କରିଛି ଏସଟିଏଫ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!