Friday, October 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁଟିନ୍ ଙ୍କ ଅଫର, ୧୦ ରୁ ଅଧିକ ଛୁଆ ଜନ୍ମ କଲେ ମିଳିବ ୧୦ ଲକ୍ଷରୁ ଅଧିକ ଟଙ୍କା

by ସଞ୍ଜୟ ସ୍ୱାଇଁ
August 18, 2022
in WORLD
ପୁଟିନ୍ ଙ୍କ ଅଫର, ୧୦ ରୁ ଅଧିକ ଛୁଆ ଜନ୍ମ କଲେ ମିଳିବ ୧୦ ଲକ୍ଷରୁ ଅଧିକ ଟଙ୍କା
281
VIEWS
Share on FacebookShare on Twitter

ମସ୍କୋ, (ବାଘୁଆବାର୍ତ୍ତା): ୧୦ରୁ ଅଧିକ ଛୁଆ ଜନ୍ମ କଲେ ମିଳିବ ଅର୍ଥ ପୁରସ୍କାର। ଅଳ୍ପସ୍ୱଳ୍ପ ନୁହଁ ମୋଟା ଅଙ୍କର ମିଳିବ ଅର୍ଥ। ରୁଷର ମହିଳାମାନଙ୍କୁ ଏମିତି କିଛି ଲୋଭନୀୟ ଅଫର ଦେଇଛନ୍ତି ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌। ରୁଷରେ ଜନସଂଖ୍ୟା ବୃଦ୍ଧି ପାଇଁ ଆର୍ଥିକ ପ୍ରୋତ୍ସାହନ ଘୋଷଣା କରିଛନ୍ତି ରାଷ୍ଟ୍ରପତି ପୁଟିନ। ଜଣେ ମହିଳା ୧୦ରୁ ଅଧିକ ଛୁଆ ଜନ୍ମ କଲେ ରୁଷ ମୁଦ୍ରାରେ ୍ମ୧୩,୫୦୦ ମିଳିବ। ଯାହା ଭାରତୀୟ ମୁଦ୍ରାରେ ୧୨,୯୪,୫୮୪,୨୬ ଟଙ୍କା ଅର୍ଥାତ ୧ ମିଲିଅନ ୨୯୪ ଟଙ୍କା। କୋଭିଡ୍‌ ମହାମାରୀ ଓ ରୁଷ ୟୁକ୍ରେନ୍ ଯୁଦ୍ଧରେ ଲକ୍ଷାଧିକ ଲୋକ ପ୍ରାଶ ହାରାଇବା ପରେ ରୁଷରେ ଉଦବେଗଜନକ ଭାବେ ଜନସଂଖ୍ୟା ହ୍ରାସ ପାଇଛି। ଦେଶରେ ଜନସଂଖ୍ୟା ହ୍ରାସ ପାଉଥିବାରୁ ସରକାରଙ୍କ ଚିନ୍ତାର କାରଣ ପାଲଟିଛି। ତେଣୁ ଦେଶରେ ଜନସଂଖ୍ୟା ଠିକ୍‌ କରିବାକୁ ଉପରୋକ୍ତ ଯୋଜନାକୁ ଆପଣେଇବାକରୁ ପଡ଼ିଛି। ଏ ସମ୍ପର୍କରେ ରୁଷ ରାଜନୀତି ଏବଂ ସୁରକ୍ଷା ବିଷେଶଜ୍ଞ ଡ.ଜେନ୍ନି ମମେର୍ଥସ ସୂଚନା ଦେଇଛନ୍ତି। ନୂଆ ସ୍ମିମରେ ମାମାନଙ୍କୁ ‘ମଦେର ହିରୋଇନ’ ସମ୍ବୋଧିତ କରାଯିବ । ଚଳିତ ବର୍ଷ ମାର୍ଚ୍ଚ ମାସରେ କୋଭିଡ୍‌ କାରଣରୁ ରୁଷରେ ଅଧିକ ଳୋକେ ପ୍ରାଣ ହରାଇଥିଲେ। ସେହିପରି ୟୁକ୍ରେନ୍ ଯୁଦ୍ଧରେ ପ୍ରାୟ ୫୦,୦୦୦ ସୈନ୍ୟ ପ୍ରାଣ ହାରାଇଛନ୍ତି। ତେଣୁ ଏହି କ୍ଷତିର ଭରଣା ପାଇଁ ରୁଷ ସରକାର ଅଭିନବ ଯୋଜନା ପ୍ରଣୟନ କରିଛନ୍ତି । ସେହିପରି ରୁଷରେ ପରିବାର ବଡ଼ ସେମାନେ ଅଧିକ ଦେଶପ୍ରେମୀ ବୋଲି ପୁଟିନ କହିଛନ୍ତି । ସୋଭିଏତ ଏରାକୁ ଫେରାଇ ଆଣିବାକୁ ପୁଟିନ ସରକାରଙ୍କ ଲକ୍ଷ। ଯେ‌ଉଁ ମଳିଳାମାନେ ୧୦ରୁ ଅଧିକ ଛୁଆ ଜନ୍ମ କରିବେ ସେମାନଙ୍କୁ ମଦେର ହିରୋଇନ୍‌ ଆଖ୍ୟା ଦିଆଯିବ ବୋଲି ସେ କହିଛନ୍ତି। ଜେନ୍ନି ମମେର୍ଥସ ଆହୁରି କହିଛନ୍ତି ଯେ, ୧୯୯୦ ପରଠାରୁ ରୁଷ ଜନସଂଖ୍ୟା ସଙ୍କଟ ଦେଇ ଗତି କରୁଛି। ଏହା ପରେ ୨୦୧୯ରେ ଆସିଥିବା କୋଭିଡ୍‌ ମହାମାରୀ ଦେଶ ପାଇଁ ବଡ଼ ବିପଦ ସାଜିଥିଲା। ମହାମାରୀରେ ଲକ୍ଷାଧିକ ଲୋକ ପ୍ରାଣ ହରାଥିବା ବେଳେ ୟୁକ୍ରେନ ଯୁଦ୍ଧ ସଙ୍କଟ ଏହି ସମସ୍ୟାକୁ ଅଧିକ ତୀବ୍ର କରିଥିଲା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!