Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହାତଗୋଡ଼ ବନ୍ଧା ଅବସ୍ଥାରେ ନାବାଳିକା ଉଦ୍ଧାର

by ସଞ୍ଜୟ ସ୍ୱାଇଁ
August 23, 2022
in Crime, State
ହାତଗୋଡ଼ ବନ୍ଧା ଅବସ୍ଥାରେ ନାବାଳିକା ଉଦ୍ଧାର
112
VIEWS
Share on FacebookShare on Twitter

ବଲାଙ୍ଗିର, (ବାଘୁଆବାର୍ତ୍ତା): ବରଗଡ଼ ଜିଲ୍ଲା ଗାଇସିଲେଟ ଥାନା ଅଂଚଳରେ ଚାଂଚଲ୍ୟ । ଗାଇସିଲେଟ ଥାନା ନିକଟବର୍ତ୍ତି ଏକ ନାଳରୁ ଜଣେ ନାବାଳିକାଙ୍କୁ ଗୋଡ ହାତ ବନ୍ଧା ଅବସ୍ଥାରେ ଉଦ୍ଧାର କରାଯାଇଛି। ନାବାଳିକଙ୍କ ଅବସ୍ଥା ଗୁରୁତର ରହିଛି। ତାଙ୍କୁ ବଲାଙ୍ଗିର ଭୀମଭୋଇ ମେଡିକାଲ ହସପିଟାଲରେ ଭର୍ତ୍ତି କରାଯାଇଛି। ଗତକାଲି ଠାରୁ ସେ ନିଖୋଜ ହୋଇଯାଇଥିବା ନେଇ ପରିବାର ଲୋକେ ଗାଇସିଲେଟ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଆଜି ହାତଗୋଡ ବନ୍ଧା ଅବସ୍ଥାରେ ନାବାଳିକାଙ୍କ ଗାଁ ନିକଟସ୍ଥ ମଇଦାନୁମୁଣ୍ଡା ନାଳରୁ ତାଙ୍କୁ ଗୁରୁତର ଅବସ୍ଥାରେ ଠାବ କରାଯାଇଥିଲା । କେହି ତାଙ୍କୁ ଅପହରଣ କରି ନେଇ ହାତଗୋଡ ବାନ୍ଧି ଦୁଷ୍କର୍ମ କରିଥିବା ସନ୍ଦେହ କରୁଛନ୍ତି ପରିବାର ଲୋକେ। ପରିବାର ଲୋକଙ୍କ ଅଭିଯୋଗ ଅଧାରରେ ଗାଇସିଲେଟ ପୁଲିସ ଘଟଣାକୁ ଗୁରୁତର ସହ ନେଇ ତଦନ୍ତ ଜାରି ରଖିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!