Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବ୍ୟକ୍ତିଙ୍କୁ ଟାଙ୍ଗିଆରେ ହାଣି ହତ୍ୟା

by ସଞ୍ଜୟ ସ୍ୱାଇଁ
August 23, 2022
in Crime, State
ବ୍ୟକ୍ତିଙ୍କୁ ଟାଙ୍ଗିଆରେ ହାଣି ହତ୍ୟା
47
VIEWS
Share on FacebookShare on Twitter

ଦେବଗଡ, (ବାଘୁଆବାର୍ତ୍ତା): ଦେବଗଡ ଆଦର୍ଶ ଥାନା ଅନ୍ତର୍ଗତ କାଲକାଠ ଗ୍ରାମରେ ହତ୍ୟାକାଣ୍ଡ। କାଲକାଠ ଗ୍ରାମ କିଶାନ ସାହିରେ ଜଣେ ବ୍ୟକ୍ତିଙ୍କୁ କେହି ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ଜଣଙ୍କ ହେଲେ କାଲକାଠ ଗ୍ରାମ କିଶାନ ସାହିର ହୃଦାନନ୍ଦ କିଶାନ। ମୃତ ହୃଦାନନ୍ଦଙ୍କ ରକ୍ତାକ୍ତ ମୃତ ଦେହ ତାଙ୍କର ଅର୍ଦ୍ଧନିର୍ମିତ ଘର ମଧ୍ୟରେ ପଡିଥିବା ଅବସ୍ଥାରେ ଦେଖିବା ପରେ ପରିବାର ପକ୍ଷରୁ ପୋଲିସ କୁ ସୂଚନା ଦିଆଯାଇଥିଲା । ଦେବଗଡ ଆଦର୍ଶ ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତ ଦେହ ଉଦ୍ଧାର କରିବା ସହ ଅଧିକ ତଦନ୍ତ କରୁଛନ୍ତି। ମୃତଦେହ ନିକଟରୁ ପୋଲିସ ଏକ ରକ୍ତ ଲଗା ଟାଙ୍ଗିଆ ଜବତ କରିଛନ୍ତି । ଦେବଗଡ ଏସପି ପ୍ରମୋଦ ରଥ, ଏସଡିପିଓ ପ୍ରତ୍ୟୁଷ ମହାପାତ୍ର ଘଟଣାସ୍ଥଳରେ ପହଞ୍ଚି ଅନୁସନ୍ଧାନ କରିଛନ୍ତି । ମୃତ ଦେହ ଉଦ୍ଧାର କରି ପୋଷ୍ଟମର୍ଟମ ପାଇଁ ପଠାଯାଇଥିବା ବେଳେ ସନ୍ଦେହରେ ପୋଲିସ ପକ୍ଷରୁ ପରିବାରର ପାଞ୍ଚ ଜଣ ସଦସ୍ୟ ସଦସ୍ୟାଙ୍କୁ ଅଟକ ରଖି ପଚରାଉଚୁରା କରାଯାଉଥିବା ଜଣାପଡିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!