Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଯୁକ୍ତ ୨ରେ ଏଥର ହେବ ତ୍ରୈମାସିକ ପରୀକ୍ଷା

by ସଞ୍ଜୟ ସ୍ୱାଇଁ
August 23, 2022
in Education, State
ଯୁକ୍ତ ୨ରେ ଏଥର ହେବ ତ୍ରୈମାସିକ ପରୀକ୍ଷା
301
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଯୁକ୍ତ ୨ରେ ଏଥର ମଧ୍ୟ ହେବ ତ୍ରୈମାସିକ ପରୀକ୍ଷା। ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ CHSE ଅଧ୍ୟକ୍ଷଙ୍କୁ ଚିଠି ଅବଗତ କରିଛି ସ୍କୁଲ ଓ ଗଣଶିକ୍ଷା ବିଭାଗ। ୨୦୨୨-୨୩ ଶିକ୍ଷା ବର୍ଷରେ ତ୍ରୈମାସିକ ପରୀକ୍ଷା ପାଇଁ ଏଥିରେ ନିର୍ଦ୍ଦେଶ ଦିଆଯାଇଛି। ପରୀକ୍ଷା ନେଇ ଆବଶ୍ୟକୀୟ ପଦକ୍ଷେପ ପାଇଁ ଚିଠିରେ ଉଲ୍ଲେଖ କରାଯାଇଛି। ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏ ନେଇ ଚିଠି ପରେ ଛାତ୍ରଛାତ୍ରୀମାନେ ନିଜକୁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଜୁନ ୧୮ରୁ କଲେଜ୍ ଖୋଲିଥିଲେ ସୁଦ୍ଧା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ତ୍ରୈମାସିକ ପରୀକ୍ଷା ହେବ ନା ନାହିଁ ସ୍ପଷ୍ଟ କରିନଥିଲା। ଫଳରେ ଛାତ୍ରଛାତ୍ରୀମାନେ ଚିନ୍ତାରେ ଥିଲେ। ଏନେଇ ଛାତ୍ରଛାତ୍ରୀମାନଙ୍କ ଅସନ୍ତୋଷ କ୍ରମେ ଗଣମାଧ୍ୟମରେ ଖବର ପ୍ରସାରଣ ହୋଇଥିଲା। ତେଣୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ତ୍ରୈମାସିକ ପରୀକ୍ଷା କରାଯିବ ବୋଲି ସ୍ପଷ୍ଟ କରିଛି। ଏଥିରେ ଥିଓରୀ ପାଇଁ ୨୦ ଓ ପ୍ରାକ୍ଟିକାଲ ପାଇଁ ୧୦ ମାର୍କର ପରୀକ୍ଷା ହେବ। ଖୁବ୍ ଶୀଘ୍ର CHSE ପରୀକ୍ଷା ଡେଟ ଘୋଷଣା କରିବ ବୋଲି ସୂଚନା ମିଳିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!