Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏଟିଏମ୍ ଭାଙ୍ଗିବା ସହ କାନ୍ଥ କଣା କରି ଲୁଟ ଘଟଣା, ପୁଲିସ ତଦନ୍ତ ଯାରି

by ସଞ୍ଜୟ ସ୍ୱାଇଁ
August 24, 2022
in Crime, State
ଏଟିଏମ୍ ଭାଙ୍ଗିବା ସହ କାନ୍ଥ କଣା କରି  ଲୁଟ ଘଟଣା, ପୁଲିସ ତଦନ୍ତ ଯାରି
100
VIEWS
Share on FacebookShare on Twitter

ଜଗତସିଂହପୁର, (ବାଘୁଆବାର୍ତ୍ତା): ଜଗତସିଂହପୁର ଜିଲ୍ଲା ସଦର ଥାନା ସଭାମୂଳ ସ୍ଥିତ କାନାରା ବ୍ୟାଙ୍କରୁ ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ଦୁର୍ବୃତ୍ତମାନେ ବ୍ୟାଙ୍କର ଏଟିଏମ ଭାଙ୍ଗିବା ସହ ବ୍ୟାଙ୍କ କାର୍ୟ୍ୟାଳୟର କାନ୍ଥ କଣା କରି ଭିତରେ ପସିଥିବା ଜଣାପଡିଛି । ତେବେ କେତେ ଟଙ୍କା ଚୋରି ହୋଇଛି ତାହା ସ୍ପଷ୍ଟ ଜଣାପଡିନାହିଁ । ବ୍ୟାଙ୍କ କର୍ତ୍ତୃପକ୍ଷ ଜଗତସିଂହପୁର ପୋଲିସକୁ ଖବର ଦେବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!