Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ଜାଲରେ ପୂର୍ବତନ ପ୍ରାଣୀଧନ ଚିକିତ୍ସକ

by ସଞ୍ଜୟ ସ୍ୱାଇଁ
August 24, 2022
in Crime, State
ଭିଜିଲାନ୍ସ ଜାଲରେ ପୂର୍ବତନ ପ୍ରାଣୀଧନ ଚିକିତ୍ସକ
141
VIEWS
Share on FacebookShare on Twitter

ବଡବିଲ, (ବାଘୁଆବାର୍ତ୍ତା): ପୂର୍ବତନ ପ୍ରାଣୀଧନ ଚିକିତ୍ସକ ଲଲାଟେନ୍ଦୁ ଆଇଚଙ୍କ ଯୋଡ଼ା ବାସଭବନରେ ଭିଲିଲାନ୍ସ ଟିମ୍ । ଏକ ୬ ଜଣିଆ ଭିଜିଲାନ୍ସ ଟିମ୍, ଲଲାଟେନ୍ଦୁଙ୍କ ଯୋଡ଼ା, ବନେଇକଳା ବାସଭବନରେ ପହଞ୍ଚି ଅଧିକ ତଦନ୍ତ ଚଳାଇଛନ୍ତି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜଲାନ୍ସ ପକ୍ଷରୁ ଗତ ୨୦୧୮ ମସିହା ନଭେମ୍ବର ମାସରେ ଲଲାଟେନ୍ଦୁ ଆଇଚଙ୍କ ୩ଟି ଠିକଣାରେ ଏକକାଳୀନ ଚଢ଼ଉ ହୋଇଥିଲା । ଫୁଲବାଣୀ ସରକାରୀ କାର୍ୟ୍ୟାଳୟ ଓ ବାସଭବନ, ପୈତୃକ ଘର ବେରୁଣାପଦୀ ଏବଂ ଯୋଡ଼ା ସ୍ଥିତ ବାସଭବନରେ ଭିଜିଲାନ୍ସ ଚଢାଉ କରିବା ସହ ଆୟବର୍ହିଭୂତ ସମ୍ପତ୍ତି ଠାବ କରିଥିଲା । ଏନେଇ ଏକ ମାମଲା ରୁଜ୍ଜୁ ହୋଇଥିଲେ ସୁଦ୍ଧା ଅଦ୍ୟାବଧି ଚାର୍ଜସିଟ ଦାଖଲ ହୋଇପାରିନାହିଁ । ତେବେ ଆଜି କଟକ ଓ କେନ୍ଦୁଝରରୁ ଭିଜିଲାନ୍ସର ଟେକ୍ନିକାଲ ଟିମ୍ ଯୋଡ଼ାରେ ପହଞ୍ଚି ଲଲାଟେନ୍ଦୁଙ୍କ ବିଲ୍ଡିଂର ମାପଚୁପ ଆରମ୍ଭ କରିଛନ୍ତି । ପ୍ରକୃତରେ କେତେ ଅଞ୍ଚଳରେ ବିଲ୍ଡିଂ ରହିଛି ଏବଂ ଏଥିରେ କେତେ ଟଙ୍କା ବିନିଯୋଗ କରାଯାଇଛି ସେନେଇ ତନ୍ନତନ୍ନ କରି ହିସାବ କରୁଛି ଭିଜିଲାନ୍ସ ଟିମ୍ । ଖୁବ୍ ଶୀଘ୍ର ଏହି ମାମଲାରେ ଚାର୍ଜସିଟ ଦାଖଲ କରାଯିବ ବୋଲି ଜଣାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!