Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍ୱାମୀ ବିକିଦେଲା ସ୍ତ୍ରୀ କିଡନୀ

by ସଞ୍ଜୟ ସ୍ୱାଇଁ
August 24, 2022
in Crime, State
ସ୍ୱାମୀ ବିକିଦେଲା ସ୍ତ୍ରୀ କିଡନୀ
108
VIEWS
Share on FacebookShare on Twitter

ମାଲକାନଗିରି, (ବାଘୁଆବାର୍ତ୍ତା): ସ୍ୱାମୀ ବିକିଦେଲା ସ୍ତ୍ରୀ କିଡନୀ । ମାଲକାନଗିରି ଟାଉନ ଥାନା ଅଞ୍ଚଳରୁ ଆସିଛି ଏପରି ସଂଗୀନ ଅଭିଯୋଗ। ଚିକିତ୍ସା ବାହାନାରେ ଡାକ୍ତରଖାନା ନେଇ ସ୍ୱାମୀ କିଡନୀ ବିକ୍ରି କରିଦେଇଥିବା ଅଭିଯୋଗ କରିଛନ୍ତି ପତ୍ନୀ। ଅଭିଯୋଗ ଅନୁସାରେ ୧୨ବର୍ଷ ତଳେ କୋତାମେଟା ଗାଁର ପ୍ରଶାନ୍ତ କୁଣ୍ଡୁ ରଞ୍ଜିତା କୁଣ୍ଡୁଙ୍କୁ ବିବାହ କରିଥିଲେ। ଉଭୟଙ୍କର ଦୁଇଟି ସନ୍ତାନ ରହିଛନ୍ତି । ତେବେ ଉଭୟଙ୍କ ମଧ୍ୟରେ ପାରିବାରିକ କଳହ ଲାଗିରହିଥିଲା । ୨୦୧୮ ମସିହାରେ ଚିକିତ୍ସା କରିବାକୁ କହି ରଞ୍ଜିତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନା ନେଇଥିଲେ ପ୍ରଶାନ୍ତ। ଡାକ୍ତରଖାନାରୁ ଫେରିବା ପରେ ସେ ବାପଘରେ ରହିଆସୁଥିଲେ। ପରେ ସ୍ୱାସ୍ଥ୍ୟବସ୍ଥା ଖରାପ ହେବାରୁ ଡାକ୍ତରଖାନାରେ ଦେଖାଇବା ପରେ ତାଙ୍କର ଏକ କିଡନୀ ନଥିବା ଜଣାପଡ଼ିଥିଲା । ଯୋଜନା ମୁତାବକ MV ୩୮ ଗାଁର ଜଣେ ବ୍ୟକ୍ତିଙ୍କୁ ସ୍ୱାମୀ ପ୍ରଶାନ୍ତ କିଡନୀ ବିକ୍ରି କରିଦେଇଥିବା ଅଭିଯୋଗ ହୋଇଛି। ଏନେଇ ଅଭିଯୋଗ ପରେ ପୋଲିସ ତଦନ୍ତ ଆରମ୍ଭ କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!