ରାଉରକେଲା, (ବାଘୁଆବାର୍ତ୍ତା): ଭିଜିଲାନ୍ସ ଜାଲରେ ପ୍ରଧାନ ଶିକ୍ଷକ । କୁମଝରିଆ ହାଇସ୍କୁଲର ପ୍ରଧାନ ଶିକ୍ଷକ ସଞ୍ଜୟ ସାମଲ । ୧୨ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ମାଡି ବସିଲା ଭିଜିଲାନ୍ସ । ଓରିଜିନାଲ ମାଟ୍ରିକ ବୋର୍ଡ ସାଟିଫିକେଟ ଦେବା ପାଇଁ ଅଭିଭାବଙ୍କଠାରୁ ନେଉଥିଲେ ୧୨ ହଜାର ଲାଞ୍ଚ । ଏହି ସମୟରେ ପୂର୍ବରୁ ଯୋଜନାବଦ୍ଧ ଭାବେ ରହିଥିବା ଭିଜିଲାନ୍ସ ଅଧିକାରୀ ତାଙ୍କୁ ଧରିଥିଲେ ।





