Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୪ ଡକାୟତ ଗିରଫ, ଟଙ୍କା ସହ ମାରଣାସ୍ତ୍ର ଜବତ

by ସଞ୍ଜୟ ସ୍ୱାଇଁ
August 26, 2022
in Crime, State
୪  ଡକାୟତ ଗିରଫ, ଟଙ୍କା ସହ ମାରଣାସ୍ତ୍ର ଜବତ
103
VIEWS
Share on FacebookShare on Twitter

ଟାଙ୍ଗୀ, (ବାଘୁଆବାର୍ତ୍ତା): ଜାତୀୟ ରାଜପଥରେ ଡକାୟତି କରିବାବେଳେ ୪ ଡକାୟତଙ୍କୁ ଗିରଫ କରିଛି ଟାଙ୍ଗୀ ପୋଲିସ । ସେମାନଙ୍କଠାରୁ ବିଭିନ୍ନ ମାରଣାସ୍ତ୍ର ସହ ନଗଦ ୧୧ ହଜାର ୫୭୦ଟଙ୍କା ଜବତ । ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ପୋଲିସ ପାଟ୍ରୋଲିଂ କରିବା ସମୟରେ ଚଳନ୍ତା ଟ୍ରକରୁ ଡକାୟତ କରି ଡକାୟତମାନେ ପୋଲିସକୁ ଚମ୍ପଟ ମାରିଥିଲେ । ପରେ ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୪ଜଣ ଡକାୟତଙ୍କୁ ଗିରଫ କରିଛି । ଗିରଫ ଡକାୟତମାନେ ହେଲେ ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଅଧିନସ୍ଥ ଦୀକ୍ଷିତପଡା ଗ୍ରାମ ଟାଙ୍ଗୀ ସାହିର ସେକ୍ ଅନସର୍, ସେକ୍ ତହୁର, ସେକ୍ ଆକିବ୍ ଖାଁ, ସେକ୍ ସିରାଜ୍ ଅଲ୍ଲୀ । ଗିରଫ ହୋଇଥିବା ଏହି ଡକାୟତମାନେ ଏକାଧିକ ଡକାୟତି ମାମଲାରେ ସଂପୃକ୍ତ ଥିବା ଟାଙ୍ଗୀ ଥାନା ସୂତ୍ରରୁ ଜଣାପଡ଼ିଛି । ଜାତୀୟ ରାଜପଥରେ ଚଳନ୍ତା ଗାଡିମୋଟର ଗୁଡିକୁ ଏହି ଡକାୟତମାନେ ମାରଣାସ୍ତ୍ର ଦେଖାଇ ଅଟକାଇବା ପରେ ଗାଡି ଚାଳକଙ୍କୁ ମାରଣାନ୍ତକ ଆକ୍ରମଣ କରି ଲୁଟପାଟ୍ କରୁଥିବା ପୋଲିସ ସୂଚନା ଦେଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!