Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ମାଫିଆ ଫେରାର

by ସଞ୍ଜୟ ସ୍ୱାଇଁ
August 28, 2022
in Crime, State
୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ମାଫିଆ ଫେରାର
93
VIEWS
Share on FacebookShare on Twitter

ବୌଦ୍ଧ, (ବାଘୁଆବାର୍ତ୍ତା): ବୌଦ୍ଧ ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୧୦୭ କେଜି ଗଂଜେଇ ସହିତ ଏକ ବୋଲେରୋ ଜବତ କରାଯାଇଛି । ତେବେ ଘଟଣା ସ୍ଥଳରୁ ମାଫିଆ ଫେରାର ହୋଇଯାଇଛନ୍ତି । ସୂଚନା ଅନୁଯାୟୀ, ଏକ୍ସସାଇଜ ଇନ୍ସପେକ୍ଟର ସାଗରୀକା ପ୍ରଧାନଙ୍କ ନେତୃତ୍ୱ ରେ ଏକ ଟିମ୍ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ବଘିଆପଡ଼ା ଫାଣ୍ଡି ଅନ୍ତର୍ଗତ ବ୍ରାହ୍ମଣୀପାଳ ନିକଟ ଗ୍ରାମ୍ୟ ଜଙ୍ଗଲରେ ଚଢଉ କରିଥିଲା । ଏଠାରେ ଗଞ୍ଜେଇ ଚାଲାଣ ପାଇଁ ଏକ ଗାଡ଼ିରେ ଗଞ୍ଜେଇ ଭର୍ତି କରୁଥିବା ସମୟରେ ଚଢଉ ହୋଇଥିଲା । ଚଢ଼ଉ ବେଳେ ସେଠାରେ ଏକ ବୋଲେରୋରେ ଗଞ୍ଜେଇ ଭର୍ତି ହୋଇଥିବା ଦେଖିବାକୁ ପାଇଥିଲେ । ଏହାସହ ଗଞ୍ଜେଇ ଜବତ କରିବାରେ ସକ୍ଷମ ହୋଇଥିବା ବେଳେ ମାଫିଆମାନେ ସେଠାରୁ ଫେରାର ହେବାରେ ସଫଳ ହୋଇଥିଲେ । ବୋଲେରୋ ସମେତ ସେହି ଗାଡ଼ିରୁ ୧୦୭ କେଜି ଗଞ୍ଜେଇ ଜବତ କରିଥିବା ବେଳେ ଏହାର ଆନୁମାନିକ ମୂଲ୍ୟ ପ୍ରାୟ ୧୦ ଲକ୍ଷ ଟଙ୍କା ହେବ ବୋଲି ସୂଚନା ମିଳିଛି । ତେବେ କିଛିଦିନ ହେଲା ବୌଦ୍ଧ ଜିଲ୍ଲାରେ ବିଭିନ୍ନ ସ୍ଥାନ ରେ ପୋଲିସ ଏବଂ ଅବକାରୀ ବିଭାଗ ପକ୍ଷରୁ ଚଢ଼ଉ ହେଉଥିଲେ ହେଁ ସେଠାରୁ ମାଫିଆମାନେ ଫେରାର ହେଉଥିବା ପୋଲିସ ଓ ଅବକାରୀ ବିଭାଗ ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!