Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁଇ ଜଣଙ୍କୁ ଭୁଜାଲିରେ ଆକ୍ରମଣ କରି ଲୁଟ୍‌

by ସଞ୍ଜୟ ସ୍ୱାଇଁ
August 29, 2022
in Crime, State
ଦୁଇ ଜଣଙ୍କୁ ଭୁଜାଲିରେ ଆକ୍ରମଣ କରି ଲୁଟ୍‌
50
VIEWS
Share on FacebookShare on Twitter

ବଲାଙ୍ଗୀର, (ବାଘୁଆବାର୍ତ୍ତା): ନୁଆଁଖାଇ ପୂର୍ବରୁ ଅପରାଧୀ ସକ୍ରିୟ । ଦୁଇ ଜଣ ଯୁବକ ସିରିଜ ଆକ୍ରମଣ କରି ଲୋକଙ୍କ ଠାରୁ ଲୁଟ୍ ପାଟ୍ କରିଛନ୍ତି । ବଲାଙ୍ଗୀର ଇନ୍ଦ୍ରାନଗର ନୂତନ ବସ୍ ଟାର୍ମିନାଲ ସମ୍ମୁଖରେ ଏହି ଘଟଣା ଘଟିଛି । ତେବେ ଦୁଇ ଜଣ ଯୁବକ ଭୁଜାଲି ମାରଣାସ୍ତ୍ର ଧରି ଲୋକଙ୍କୁ ଆକ୍ରମଣ କରିଥିବା ସୂଚନା ମିଳିଛି । ଘଟଣାରେ ଦୁଇ ଜଣ ଗୁରୁତର ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ଜଣେ ଭୀମ ଭୋଇ ମେଡିକାଲର କର୍ମଚାରୀ ହୋଇଥିବା ସୂଚନା ମିଳିଛି । ଉଭୟଙ୍କୁ ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!