Friday, June 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜାତୀୟ ସ୍ପୋର୍ଟସ ଦିବସ ଅବସରରେ ରଣପୁର ସ୍ପୋର୍ଟସ ଆସୋସିଏସନ୍ ତରଫରୁ ପ୍ରଦର୍ଶନୀ କ୍ରିଡ଼ା ପ୍ରତିଯୋଗିତା ଅନୁଷ୍ଠିତ

by ସଞ୍ଜୟ ସ୍ୱାଇଁ
August 29, 2022
in Nayagarh, Sports, State
ଜାତୀୟ ସ୍ପୋର୍ଟସ ଦିବସ ଅବସରରେ ରଣପୁର ସ୍ପୋର୍ଟସ ଆସୋସିଏସନ୍ ତରଫରୁ ପ୍ରଦର୍ଶନୀ କ୍ରିଡ଼ା ପ୍ରତିଯୋଗିତା ଅନୁଷ୍ଠିତ
125
VIEWS
Share on FacebookShare on Twitter

ରଣପୁର, (ବାଘୁଆବାର୍ତ୍ତା): ଜାତୀୟ ସ୍ପୋର୍ଟସ ଦିବସ ତଥା ମେଜର ଧ୍ୟାନଚାନ୍ଦଙ୍କ ଜନ୍ମଦିନ ଅବସରରେ ରଣପୁର ସ୍ପୋର୍ଟସ ଆସୋସିଏସନ୍ ତରଫରୁ ବାଘ ସାମନ୍ତ ପଡ଼ିଆ ରେ ପ୍ରଦର୍ଶନୀ କ୍ରିଡ଼ା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଅଛି। ଏଥିରେ ପତାକା ଉତ୍ତୋଳନ ପରେ ବନ୍ଧୁତ୍ବପୂର୍ଣ୍ଣ ହକି , ଫୁଟବଲ ଓ ଭଲିବଲ ଖେଳ ଅନୁଷ୍ଠିତ ହୋଇଥିଲା । ରଣପୁର ସ୍ପୋର୍ଟସ ଆସୋସିଏସନ୍ ସଭାପତି ତଥା ରଣପୁର ବିଧାୟକ ସତ୍ୟନାରାୟଣ ପ୍ରଧାନ, ଉପଦେଷ୍ଟା ନୟାଗଡ଼ ଜିଲ୍ଲା ପରିଷଦ ସଭାପତି ଇଂ ଦେବାଶିଷ ପଟ୍ଟନାୟକ,ସପ୍ସପାଦକ ସ୍ୱରାଜ ମହାନ୍ତି ଓ ଏନ୍ ଏ ସି ଅଧ୍ୟକ୍ଷ। ରଙ୍ଗିନ ମହାନ୍ତି ଯୋଗଦେଇ ଉଦଘାଟନ କରିଥିଲେ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!