Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ଜାଲରେ ଘଟଗାଁ ବି.ଇ.ଓ

by ସଞ୍ଜୟ ସ୍ୱାଇଁ
August 30, 2022
in Crime, State
ଭିଜିଲାନ୍ସ ଜାଲରେ ଘଟଗାଁ ବି.ଇ.ଓ
15
VIEWS
Share on FacebookShare on Twitter

ଘଟଗାଁ, (ବାଘୁଆବାର୍ତ୍ତା): ଭିଜିଲାନ୍ସ ଜାଲରେ ଘଟଗାଁ ବି.ଇ.ଓ। ୧୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ିଲେ କେନ୍ଦୁଝର ଜିଲ୍ଲା ଘଟଗାଁ ବ୍ଲକ୍ ଶିକ୍ଷାଧିକାରୀ ଅଭୟ କୁମାର ବେହେରା। ବାଲେଶ୍ଵର ଏସ୍.ପିଙ୍କ ନିର୍ଦ୍ଦେଶ କ୍ରମେ ଭଦ୍ରକ ଡି.ଏସ୍.ପି ଏସ୍.କେ ସାମନ୍ତରାୟଙ୍କ ନେତୃତ୍ଵରେ ତିନିଜଣ ଇନିସ୍ପେକ୍ଟର ମିଳିତ ଚଢାଉ କରିଛନ୍ତି। ଅଭୟ କୁମାରଙ୍କ କାର୍ୟ୍ୟାଳୟ ସମେତ ବାସଭବନ ଯାଜପୁର୍ ଟାଉନ୍ ଏବଂ ପୈତୃକ ଗ୍ରାମ ବିଞ୍ଝାରପୁରରେ ଚଢାଉ ଜାରି ରହିଛି। ସୂଚନା ଅନୁଯାୟୀ, ଘଟଗାଁ ବ୍ଲକ୍ ଶିକ୍ଷାଧିକାରୀ ଅଭୟ କୁମାର ବେହେରା ୨୦୧୫ ବ୍ୟାଚ୍‌ର ୩୩ ଜଣ ଶିକ୍ଷକଙ୍କ ଏରିଅର୍ ପେ କ୍ଲିଅର ପାଇଁ ୯୦ ହଜାର୍ ଟଙ୍କା ଦାବି କରିଥିବା ବେଳେ ୬୦ ହଜାର ଟଙ୍କାକୁ ଡିଲ୍ ହୋଇଥିଲା। ଯାହାଫଳରେ ଆଜି କମଳାକାନ୍ତ ବେହେରାଙ୍କ ହାତରେ ଅଗ୍ରିମ ୧୫ ହଜାର୍ ଟଙ୍କା ଲାଞ୍ଚ ଦେଉଥିବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!