Friday, June 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କରୋନା ପାଇଁ ଜିଲ୍ଲାପାଳ କଣ କହିଲେ

by ସଞ୍ଜୟ ସ୍ୱାଇଁ
March 19, 2020
in Health
ବିନା ଅନୁମତିରେ ଛୁଟି ନାହିଁ: ଜିଲ୍ଲାପାଳ
31
VIEWS
Share on FacebookShare on Twitter

ନୟାଗଡ (ବାଘୁଆବାର୍ତା ବ୍ୟୁରୋ) ; ନୟାଗଡ ଜିଲ୍ଲାପାଳ ଡ. ପୋମା ଟୁଡୁ କରୋନା ପାଇଁ ଜିଲ୍ଲା ବାସୀଙ୍କୁ ସଚେତନତା ବାର୍ତା ଦେଇଛନ୍ତି । ନୟାଗଡର ସମସ୍ତ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି ଦେଶ ବାହାରୁ କିମ୍ବା ରାଜ୍ୟ ବାହାରୁ ଆସୁଥିବା ସମସ୍ତ ନାଗରିକ ଜିଲ୍ଲା ପ୍ରସାଶନ ସହିତ ଯୋଗାଯୋଗ କରି ନାମ ପଞିକରଣ କରିବା ସହିତ ନିଜେ ସୁରକ୍ଷିତ ରହିବା ସହ ନିଜ ପରିବାରକୁ ସୁରକ୍ଷିତ ରଖିବା ଜିଲ୍ଲା ତଥା ଦେଶକୁ ସୁରକ୍ଷିତ ରଖିବା ବାର୍ତା ଦେଇଛନ୍ତି । ଆଖି, କାନ, ନାକ ଓ ହାତକୁ ସଫା ରଖିବା । ଜନ ଗହଳି ସ୍ଥାନରୁ ଓହରି ଆସିବା ପ୍ରତ୍ୟେକ ନାଗରିକ ୧୦୪ ନମ୍ବରେ ଫୋନ କରିବା । ଭୟଭିତ ହୁଅନାହିଁ ୧୪ ଦିନ ପର୍ଯ୍ୟନ୍ତ ଘରେ ସୁରକ୍ଷିତ ରୁହନ୍ତୁ । ଜିଲ୍ଲା ପ୍ରସାଶନ ସମସ୍ତ ସହଯୋଗ ଯୋଗାଇ ଦେବ ।

http://baghuabarta.com/backup/wp-content/uploads/2020/03/VID-20200319-WA0031.mp4
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!