Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

by ସଞ୍ଜୟ ସ୍ୱାଇଁ
August 31, 2022
in Crime, State
ଯୁବକଙ୍କୁ ମରଣାନ୍ତକ ଆକ୍ରମଣ
49
VIEWS
Share on FacebookShare on Twitter

କଳାହାଣ୍ଡି, (ବାଘୁଆବାର୍ତ୍ତା): ଯୁବକଙ୍କୁ ମରଣାନ୍ତକ ଆକ୍ରମଣ। କଳାହାଣ୍ଡି ଜିଲ୍ଲା ବାହାଦୂର ପଦର ଗ୍ରାମର କିଛି ଯୁବକ ମଦ ପିଇ ସେହି ଗ୍ରାମର ଅନ୍ୟ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରିଛନ୍ତି। ଆକ୍ରମଣ କରିବା ବେଳର ଭିଡିଓ ଏବେ ମୋବାଇଲ୍‌ରୁ ମୋବାଇଲ୍‌କୁ ଘୂରି ବୁଲୁଛି। ଆହତ ଯୁବକଙ୍କୁ ପ୍ରଥମେ ଭବାନୀପାଟଣା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କର ସ୍ଵାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି। ସୂଚନାନୁଯାୟୀ, କଳାହାଣ୍ଡି ଜିଲ୍ଲା ବାହାଦୂର ପଦର ଗ୍ରାମର ପୂର୍ବତନ ନାଏବ ସରପଞ୍ଚ ତାଙ୍କର ସହଯୋଗୀଙ୍କ ସହ ମିଶି ସେହି ଗ୍ରାମର ପୂର୍ବତନ ସରପଞ୍ଚଙ୍କ ପୁଅ ତୁଷାର ବାଗଙ୍କୁ ମରଣାନ୍ତକ ଆକ୍ରମଣ କରିଛନ୍ତି। ଫଳରେ ତୁଷାର ବାଗ ଗୁରୁତର ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ଭବାନୀପାଟଣା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କର ସ୍ଵାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି। ଏହି ଘଟଣାରେ ସମ୍ପୃକ୍ତ ୩ ଜଣଙ୍କୁ କେସିଙ୍ଗା ପୋଲିସ ଗିରଫ କରିଥିବା ବେଳେ ଅନ୍ୟ କିଛି ଲୋକ ଏବେବି ବାହାରେ ବୁଲୁଥିବା ଗାଁ ଲୋକେ ଅଭିଯୋଗ କରିଛନ୍ତି । ପୂର୍ବ ଶତ୍ରୁତା ଯୋହୁଁ ଏହି ଘଟଣା ଘଟିଥିବା ଅନୁମାନ କରାଯାଉଛି। ଘଟଣାରେ ସମ୍ପୃକ୍ତ ସମସ୍ତଙ୍କୁ ଗିରଫ କରି ଉଚିତ୍ କାର୍ୟ୍ୟାନୁଷ୍ଠାନ ନେବା ପାଇଁ ଗାଁ ଲୋକେ ଦାବି କରିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!