Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜଙ୍ଗଲରୁ ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
August 31, 2022
in Crime, State
ଜଙ୍ଗଲରୁ ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
51
VIEWS
Share on FacebookShare on Twitter

ଭଞ୍ଜନଗର, (ବାଘୁଆବାର୍ତ୍ତା): ଗଞ୍ଜାମ ଜିଲ୍ଲା ଗାଙ୍ଗପୁର ଥାନା ଦୁବୁଲୁଣ୍ଡା-ମରେଇପାଟ ଗାଁ ନିକଟ ଜଙ୍ଗଲରୁ ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ମରେଇପାଟ ଜଙ୍ଗଲ ରାସ୍ତାର ୧୦୦ମିଟର ଦୂରରେ ଥିବା ଗଛରେ ଦୁହିଁଙ୍କ ଝୁଲନ୍ତା ଅବସ୍ତାରେ ମୃତଦେହ ଉଦ୍ଧାର କରିଛି ପୁଲିସ। ମୃତ ଯୁବକ ଜଣକ ପାଲକଷଣ୍ଢା ଗାଁର ଅମର ମଲ୍ଲିକ ହୋଇଥିବା ବେଳେ ଯୁବତୀ ଜଣକ ବାଘୁଆପଲ୍ଲୀ ଗ୍ରାମର ବୋଲି ଜଣାପଡିଛି। ଗତ ରବିବାର ଦିନ ଯୁବତୀ ଜଣକ ଗାଙ୍ଗପୁରରେ ରହୁଥିବା ଭଡା ଘରୁ ବାହାରି କେଉଁ ଆଡେ ଚାଲିଯାଇଥିଲେ। ଲୋକେ ବହୁ ଖୋଜା ଖୋଜି ପରେ ବି ତାଙ୍କୁ ପାଇନଥିଲେ। ଆଜି ଝିଅ ର ମୃତଦେହ ଝୁଲନ୍ତା ଅବସ୍ଥାରେ ଥିବା ଶୁଣି ଘଟଣା ସ୍ଥଳରେ ପରିବାର ଲୋକେ ପହଞ୍ଚିଥିଲେ। ଗାଙ୍ଗପୁର ପୁଲିସ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି। ସପେଟେ ସାଇଣ୍ଟିଫିକ୍‌ ଟିମ୍‌ ମଧ୍ୟ ପହଞ୍ଚିବା ପରେ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ପଠାଯାଇଛି। ତେବେ ପ୍ରାଥମିକ ତଦନ୍ତରୁ ଏହା ଆତ୍ମହତ୍ୟା ହୋଇଥାଇପାରେ ବୋଲି ଗାଙ୍ଗପୁର ଥାନା ଅଧିକାରୀ କହିଛନ୍ତି। ଘର ଲୋକେ ବହୁ ଖୋଜା ଖୋଜି ପରେ ପାଇନଥିଲେ।ଆଜି ଝିଅ ର ମୃତଦେହ ଝୁଲନ୍ତା ଅବସ୍ଥାରେ ଥିବା ଶୁଣି ଘଟଣା ସ୍ଥଳକୁ ଆସିଛନ୍ତି।ଗାଙ୍ଗପୁର ପୋଲିସ ଘଟଣାର ତଦନ୍ତ ଚଳାଇଛି।ସାଇଣ୍ଟିଫିକ ଟିମ ଆସିବା ପରେ ମୃତଦେହକୁ ବ୍ୟବଛେଦ ପାଇଁ ଭଞ୍ଜନଗର ପଠାଯିବ ବୋଲି ଗାଙ୍ଗପୁର ଥାନା ଅଧିକାରୀ କହିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!