Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜଣେ ବ୍ୟବସାୟୀଙ୍କଠାରୁ କଳା ପଲସରରେ ଆସି ଝାମ୍ପି ନେଲେ ଟଙ୍କା ବ୍ୟାଗ

by ସଞ୍ଜୟ ସ୍ୱାଇଁ
September 1, 2022
in Crime, State
ଜଣେ  ବ୍ୟବସାୟୀଙ୍କଠାରୁ  କଳା ପଲସରରେ ଆସି ଝାମ୍ପି ନେଲେ ଟଙ୍କା ବ୍ୟାଗ
57
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): କଳା ପଲସରରେ ଆସି ଝାମ୍ପି ନେଇ ଚାଲିଗଲେ ୧ ଲକ୍ଷରୁ ଅଧିକ ଟଙ୍କା। ଜଣେ ଆଳୁ ବ୍ୟବସାୟୀଙ୍କଠାରୁ ଲୁଟେରାମାନେ ଟଙ୍କା ବ୍ୟାଗ ଝାମ୍ପି ନେଇ ପଳାଇଥିବା ଅଭିଯୋଗ ହୋଇଛି। ଏଭଳି ଘଟଣା ଘଟିଛି ଭଦ୍ରକ ଜିଲ୍ଲା ଧାମନଗର ଥାନା ଅଞ୍ଚଳରେ। ଗତକାଲି ରାତି ପ୍ରାୟ ୧୦ଟା ସମୟରେ ଆଳୁ ବ୍ୟବସାୟୀ ତପନ ପାତ୍ର ଦୋକାନ ବନ୍ଦ କରୁଥିଲେ। ଏହି ସମୟରେ ଟଙ୍କା ବ୍ୟାଗଟି ତାଙ୍କ ପାଖରେ ରଖିଥିଲେ। ହଠାତ୍ ଦୁଇ ଜଣ ଲୁଟେରା କଳା ପଲସରରେ ଆସି ଟଙ୍କା ବ୍ୟାଗ ନେଇ ଚମ୍ପଟ ମାରିଥିଲେ। ତପନ ସେମାନଙ୍କ ଗାଡ଼ିକୁ ପିଛା କରିଥିଲେ ମଧ୍ୟ ସେମାନଙ୍କୁ ଧରି ପାରି ନଥିଲେ। ଏନେଇ ତପନ ଧାମନଗର ଥାନାରେ ଅଭିଯୋଗ କରିଥିଲେ। ପୁଲିସ ଅଭିଯୁକ୍ତଙ୍କୁ ଧରିବାକୁ ବିଭିନ୍ନ ସ୍ଥାନରେ ସିସିଟିଭି ଯାଞ୍ଚ କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!