Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଢ଼ଣୀ ଖୋଲିବ କି ଶୁଭଶ୍ରୀ ମୃତ୍ୟୁ ମାମଲା ଗୁମର, ଜରି ଭିତରେ ରହିଥିଲା ଓଢ଼ଣୀ

by ସଞ୍ଜୟ ସ୍ୱାଇଁ
September 2, 2022
in Crime, Nayagarh, State
ଓଢ଼ଣୀ ଖୋଲିବ କି  ଶୁଭଶ୍ରୀ ମୃତ୍ୟୁ ମାମଲା ଗୁମର, ଜରି ଭିତରେ ରହିଥିଲା ଓଢ଼ଣୀ
659
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଓଢ଼ଣୀ ଖୋଲିବ ବହୁ ଚର୍ଚ୍ଚିତ ଭୁବନେଶ୍ୱର ଶାସ୍ତ୍ରୀନଗର ଶୁଭଶ୍ରୀ ମୃତ୍ୟୁ ମାମଲାର ଗୁମର। ବରୁଣେଇ ପାହାଡ଼ ବାଇପାସ୍‌ରୁ ଏକ ଜରି ଭିତରେ ଦିଆସିଲି ଖୋଳ ସହ ତାଙ୍କ ଓଢ଼ଣୀ ଠାବ ହେବା ପରେ ଏବେ ମାମଲା ପୁଣି ଭିନ୍ନ ମୋଡ଼ ନେଇଛି। ଏହାକୁ ନେଇ ତଦନ୍ତ ପ୍ରକ୍ରିୟାକୁ ଜୋରଦାର କରିଛି ପୁଲିସ। ତାଙ୍କ ମୃତ୍ୟୁ ପୂର୍ବରୁ କଣ ଘଟିଥିଲା, ସେ କାହିଁକି ଆତ୍ମହତ୍ୟା କଲେ ତାକୁ ନେଇ ପୁଲିସ ତଦନ୍ତ କରୁଛି। ସେପଟେ ତଦନ୍ତ ଶେଷ ପର୍ୟ୍ୟାରେ ପହଞ୍ଚିଥିବା କହିଛି ପୁଲିସ୍। ଅନ୍ୟପଟେ ପୋଷ୍ଟମର୍ଟମ ରିପୋର୍ଟ ଆସିବା ପରେ ଏବେ ଶୁଭଶ୍ରୀଙ୍କ ପୁରୁଷ ବନ୍ଧୁଙ୍କ ପାଇଁ ଅଡୁଆ ବଢ଼ିଛି। ପୁରୁଷବନ୍ଧୁ ଚିତ୍ତରଂଜନଙ୍କୁ ଧରି ତଦନ୍ତକୁ ଆଗକୁ ନେଇଛି ପୁଲିସ। ସୂଚନାଥାଉକି, ୨ ଦିନ ତଳେ ଶାସ୍ତ୍ରୀନଗର ଅଂଚଳରୁ ଶୁଭଶ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଥିଲା। ଶ୍ୱାସରୁଦ୍ଧରୁ ଶୁଭଶ୍ରୀଙ୍କ ମୃତ୍ୟୁ ହୋଇଥିବା ଶବ ବ୍ୟବଚ୍ଛେଦ ରିପୋର୍ଟରୁ ଜଣାପଡ଼ିଛି। ଶୁଭଶ୍ରୀ ମୃତ୍ୟୁ ଘଟଣାରେ ଖାରବେଳ ନଗର ଥାନା ପୁଲିସ ଗତକାଲି ନୟାଗଡ଼ର ଜଣେ ଯୁବକଙ୍କୁ ଅଟକ ରଖି ପଚରାଉଚରା କରିଥିଲା। ଶୁଭଶ୍ରୀ ମରିବାର ଅଧଘଣ୍ଟା ପୂର୍ବରୁ ସଂପୃକ୍ତ ଯୁବକଙ୍କୁ ଶେଷ କଲ୍ କରିଥିଲେ। ସେହି କଲ୍‌ର ଅବଧି ୨୭ ସେକେଣ୍ଡ ଥିଲା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!