Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଯୁବକଙ୍କୁ ତୀରମାଡ଼

by ସଞ୍ଜୟ ସ୍ୱାଇଁ
September 6, 2022
in Crime, State
ଯୁବକଙ୍କୁ ତୀରମାଡ଼
117
VIEWS
Share on FacebookShare on Twitter

ଦେବଗଡ଼, (ବାଘୁଆବାର୍ତ୍ତା): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ତୀରମାଡ଼ ହୋଇଛି। ଏଭଳି ଘଟଣା ଘଟିଛି ଦେବଗଡ଼ ଜିଲ୍ଲା ବାରକୋଟ ଥାନା ଅନ୍ତର୍ଗତ ଉପରଖଣ୍ଡମା ଗାଁରେ। ଗୁରୁତର ଅବସ୍ଥାରେ ଯୁବକଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି। ଉକ୍ତ ଯୁବକଙ୍କ ନାଁ ବାବୁ ଧିବର। ବାବୁଙ୍କ ପିଠିରେ ତୀର ଫୁଟିକି ରହିଛି। ତୀର ମାରିଥିବା ଯୁବକ ଗଣ୍ଠି ଧିବରକୁ କାବୁ କରି ପୁଲିସ ଜିମାରେ ଦେଇଛନ୍ତି ପଡ଼ୋଶୀ। ଗତକାଲି ରାତିରେ ବାବୁ ତାଙ୍କ ବଡ଼ ଭାଇଙ୍କ ଘରକୁ ଯାଉଥିବା ବେଳେ ଗଣ୍ଠି ପଛପଟୁ ଆସି ବାବୁଙ୍କୁ ତୀର ମାଡ଼ କରିଥିଲେ। ଫଳରେ ତୀରଟି ବାବୁଙ୍କ ପିଠିରେ ଗଳି ଲାଖି ଯାଇଥିଲା। ପ୍ରଥମେ ତାଙ୍କୁ ବାରକୋଟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ତେବେ ବ୍ରାହ୍ମଣୀ ନଦୀରେ ମାଛଧରାକୁ କେନ୍ଦ୍ର କରି ଉଭୟଙ୍କ ମଧ୍ୟରେ ଶତ୍ରୁତା ରହିଥିଲା। ଏହି କାରଣରୁ ତୀର ମାଡ଼ ହୋଇଥିବା ଅନୁମାନ କରାଯାଉଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!