Wednesday, June 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କ୍ରୀଡ଼ା ପ୍ରେମୀଙ୍କୁ ବଡ଼ ଝଟକା:ସବୁ ଫର୍ମାଟରୁ ଅବସର ନେଲେ ସୁରେଶ ରାଇନା

by ସଞ୍ଜୟ ସ୍ୱାଇଁ
September 6, 2022
in Breaking, Sports
କ୍ରୀଡ଼ା ପ୍ରେମୀଙ୍କୁ ବଡ଼ ଝଟକା:ସବୁ ଫର୍ମାଟରୁ ଅବସର ନେଲେ ସୁରେଶ ରାଇନା
53
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ବର୍ତ୍ତମାନର ତାଜା ସୂଚନା । କ୍ରୀଡ଼ା ପ୍ରେମୀଙ୍କୁ ବଡ଼ ଝଟକା । ଆଉ ଖେଳିବେନି ସୁରେଶ ରାଇନା । ସବୁ ଫର୍ମାଟରୁ ଅବସର ନେଇଥିବା ଆଜି ଘୋଷଣା କରିଛନ୍ତି । ଆଇପିଏଲ୍ ଖେଳିବେନି ‘ମିଷ୍ଟର ଆଇପିଏଲ୍’। କ୍ରିକେଟର ସବୁ ଫର୍ମାଟରୁ ଅବସର ନେଲେ ଟିମ୍ ଇଣ୍ଡିଆର ପୂର୍ବତନ କ୍ରିକେଟର ସୁରେଶ ରାଇନା। ସେ କ୍ରିକେଟରୁ ସମ୍ପୂର୍ଣ୍ଣ ଭାବେ ସନ୍ୟାସ ନେଇଥିବା ଘୋଷଣା କରିଛନ୍ତି। ଏନେଇ ଖୋଦ୍ ସୋଶାଲ ମିଡିଆରେ ଏକ ପୋଷ୍ଟ ଶେଆର କରି ସେ ସୂଚନା ଦେଇଛନ୍ତି। ସେ ଟ୍ୱିଟ୍ କରି ଲେଖିଛନ୍ତି, ‘ଆମ ଦେଶ ତଥା ରାଜ୍ୟ ୟୁପି ପ୍ରତିନିଧିତ୍ୱ କରିବା ଏକ ଗର୍ବର ବିଷୟ। ସମସ୍ତ ପ୍ରକାର କ୍ରିକେଟ୍ରୁ ମୋର ଅବସର ଘୋଷଣା କରିବାକୁ ଚାହୁଁଛି। ମୋର ଦକ୍ଷତା, ମୋ ଉପରେ ବିଶ୍ୱାସ ଓ ମୋର ସମର୍ଥନ କରିଥିବା ପାଇଁ ମୁଁ @BCCI, @UPCACricket, @ChennaiIPL, @ShuklaRajiv ସାର୍ ଏବଂ ମୋର ସମସ୍ତ ପ୍ରଶଂସକଙ୍କୁ ଧନ୍ୟବାଦ ଦେବାକୁ ଚାହୁଁଛି।’

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!