Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଛତିଶଗଡ଼ ଶ୍ରମିକଙ୍କ ମୃତଦେହ ଠାବ

by ସଞ୍ଜୟ ସ୍ୱାଇଁ
September 7, 2022
in Crime, State
ଛତିଶଗଡ଼ ଶ୍ରମିକଙ୍କ ମୃତଦେହ ଠାବ
45
VIEWS
Share on FacebookShare on Twitter

ଚଣ୍ଡିଖୋଲ, (ବାଘୁଆବାର୍ତ୍ତା): ଶ୍ରମିକଙ୍କ ମୃତଦେହ ଠାବ । ଯାଜପୁର ଜିଲ୍ଲା ସିହା ପଞ୍ଚାୟତରେ ନିର୍ମାଣ ଚାଲିଥିବା ଉତ୍କଳ ବିଶ୍ୱବିଦ୍ୟାଳୟ ଗ୍ରାମୀଣ କ୍ୟାମ୍ପସରୁ ଏହି ମୃତଦେହ ଠାବ ହୋଇଛି । ମୃତ ଶ୍ରମିକଙ୍କ ନାମ ଧନେଶ୍ୱର ପ୍ରାସଦ ଯାଦବ । ତାଙ୍କ ଘର ଛତିଶଗଡ଼ ଅଞ୍ଚଳର ବୋଲି ଜଣାପଡିଛି । ଖବର ଅନୁଯାୟୀ, ଛତିଶଗଡ ଅଞ୍ଚଳର ଧନେଶ୍ୱର ପ୍ରସାଦ ଯାଦବ ଉତ୍କଳ ବିଶ୍ୱବିଦ୍ୟାଳୟର ଗ୍ରାମୀଣ କ୍ୟାମ୍ପସରେ ରହିବା ସହ ଶ୍ରମିକ ଭାବେ କାମ କରୁଥିଲେ । ମଙ୍ଗଳବାର ରାତିରେ ସେ ଖାଇ ନଥିବା ବେଳେ ଶରୀର ଅସୁସ୍ଥତା ଅନୁଭବ କରୁଥିବା ସାଥୀମାନେ କହିଛନ୍ତି । ମେଡିକାଲ ଯିବାକୁ ମନା କରିଥିଲେ । ହେଲେ ବୁଧବାର ସକାଳୁ ଶ୍ରମିକଙ୍କ ମୃତଦେହ ପଡିଥିବା ସାଥୀ ଶ୍ରମିକ ଦେଖିଥିଲେ । ଏହାପରେ ଧାନମଣ୍ଡଳ ଫାଣ୍ଡି ପୋଲିସକୁ ଖବର ଦିଆଯାଇଥିଲା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏବେ ଯାଏଁ ମୃତ୍ୟୁର ସଠିକ କାରଣ ଜଣାପଡିନଥିବା ବେଳେ ପୋଲିସ ଘଟଣାର ଛାନ୍‌ଭିନ୍‌ ଜାରି ରଖିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!