Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହାଇକୋର୍ଟରୁ ପିଟିସନ ପ୍ରତ୍ୟାହାର କଲେ ବର୍ଷା

by ସଞ୍ଜୟ ସ୍ୱାଇଁ
September 7, 2022
in Crime, State
ବର୍ଷା ପ୍ରିୟଦର୍ଶିନୀଙ୍କ ସ୍ପାଉସ୍ କାର୍ଡ ପ୍ରତ୍ୟାହାର ଉପରେ ରହିତାଦେଶ ଜାରି କରିଛନ୍ତି ହାଇକୋର୍ଟ
133
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ସାଂସଦ ଅନୁଭବ-ପତ୍ନୀ ବର୍ଷା ପ୍ରିୟଦର୍ଶିନୀ ପାରିବାରିକ ବିବାଦ ମାମଲାରେ ହାଇକୋର୍ଟରୁ ଆବେଦନ ପ୍ରତ୍ୟାହାର କରିଛନ୍ତି ବର୍ଷା ପ୍ରିୟଦର୍ଶିନୀ। ବିବାହ ବିଚ୍ଛେଦ ମାମଲାରେ ସାନି ସାକ୍ଷ୍ୟଗ୍ରହଣ ପାଇଁ ଆବେଦନ କରିଥିଲେ ବର୍ଷା। ଅନୁଭବଙ୍କ ଆଉ ଥରେ ସାକ୍ଷ୍ୟ ଗ୍ରହଣ ପାଇଁ ଆବେଦନ କରିଥିଲେ ବର୍ଷା। ନିମ୍ନ ଅଦାଲତରେ ଆବେଦନ ଅଗ୍ରାହ୍ୟ ହେବାରୁ ବର୍ଷା ହାଇକୋର୍ଟର ଦ୍ଵାରସ୍ଥ ହୋଇଥିଲେ। ଉଲ୍ଲେଖନୀୟ ଏହା ପୂର୍ବରୁ ବର୍ଷା-ଅନୁଭବ ପାରିବାରିକ ବିବାଦ ମାମଲାରେ ଏସ୍‌ଡିଜେଏମ୍‌ଙ୍କ ରାୟକୁ କାଏମ୍‌ ରଖିଲେ କଟକ ଅତିରିକ୍ତ ଜିଲ୍ଲା ଦୌରା ଜଜ୍‌ । ବର୍ଷାଙ୍କୁ ଶାଶୁ ଘର ଛାଡିବା ନେଇ ପୂର୍ବରୁ ନିର୍ଦ୍ଦେଶ ଦେଇଥିଲେ SDJM । ପରେ SDJMଙ୍କ ରାୟକୁ ଚ୍ୟାଲେଞ୍ଜ କରି ଜିଲ୍ଲା କୋର୍ଟ ଯାଇଥିଲେ ବର୍ଷା । ଷ୍ଟାର୍ ଦମ୍ପତ୍ତି ଅନୁଭବ ଓ ବର୍ଷାଙ୍କ ପାରିବାରିକ ବିବାଦ ୦୨ ଜୁନ୍‌ରେ ଏକ ଭିନ୍ନ ମୋଡ଼ ନେଇଥିଲା । ଅନୁଭବଙ୍କ ପତ୍ନୀ ବର୍ଷା ଶାଶୁଘର ଛାଡ଼ି ଅନ୍ୟତ୍ର ରହିବେ ବୋଲି କୋର୍ଟ କହିଥିଲେ । ଘରଭଡ଼ା ପାଇଁ ପ୍ରତି ମାସର ୧୦ ତାରିଖ କିମ୍ବା ତା ପୂର୍ବରୁ ମାସିକ ୩୦ ହଜାର ଟଙ୍କା ଅନୁଭବ ପ୍ରଦାନ କରିବେ ଏବଂ ପ୍ରଥମ ଟଙ୍କା ପାଇବାର ୨ ମାସ ମଧ୍ୟରେ ବର୍ଷା ଘର ଛାଡ଼ିବେ ସହ ରାୟର ୨ ମାସ ଭିତରେ ଏହି ନିର୍ଦ୍ଦେଶ କାର୍ଯ୍ୟକାରୀ କରିବା ଲାଗି କୋର୍ଟ କହିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!