ବ୍ରହ୍ମପୁର, (ବାଘୁଆବାର୍ତ୍ତା): ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ଓମ୍ ନଗରରୁ ନକଲି ବିଦେଶୀ ମଦ ଜବତ। ବେଆଇନ ମଦ ପ୍ରସ୍ତୁତ ୟୁନିଟ୍ ଉପରେ ଅବକାରୀ ବିଭାଗ ଚଢାଉ କରି ବିପୁଳ ପରିମାଣରେ ନକଲି ମଦ ଜବତ କରିଛି। ଗତ କିଛି ଦିନ ହେଲା ଏଠାରେ ଏଭଳି ମଦ ପ୍ରସ୍ତୁତ କରି ବ୍ୟବସାୟୀ ଚଲାଉ ଥିବା ବେଳେ ଅବକାରୀ ବିଭାଗ ଚଢାଉ କରିଛି। ଘଟଣାର ଅଧିକ ଖୋଳତାଡ କରୁଛି ଅବକାରୀ ବିଭାଗ ।





