Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟ୍ରେନ ଆଗକୁ ଡେଇଁ ପଡ଼ିଲେ ଶ୍ୱଶୁର ଘରକୁ ବୁଲି ଆସିଥିବା ଜ୍ୱାଇଁ

by ସଞ୍ଜୟ ସ୍ୱାଇଁ
September 10, 2022
in Crime, State
ଟ୍ରେନ ଆଗକୁ ଡେଇଁ ପଡ଼ିଲେ ଶ୍ୱଶୁର ଘରକୁ ବୁଲି ଆସିଥିବା ଜ୍ୱାଇଁ
26
VIEWS
Share on FacebookShare on Twitter

ବଲାଙ୍ଗିର, (ବାଘୁଆବାର୍ତ୍ତା): ଶ୍ୱଶୁର ଘରକୁ ବୁଲି ଆସିଥିବା ଜ୍ୱାଇଁ ଟ୍ରେନ ଆଗକୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ଏପରି ଅଭାବନୀୟ ଘଟଣା ବଲାଙ୍ଗିର ଜିଲ୍ଲା ଲୋଇସିଂହା ଥାନା ବୁର୍ଡା ଗାଁରେ ଘଟିଛି। ମୃତକ ହେଲେ ଗୁର୍ଜିଭଟା ଗାଁର ସନ୍ତୋଷ ସାହୁ । ସନ୍ତୋଷ ପ୍ରାୟ ୨ ବର୍ଷ ପୂର୍ବେ ନିକଟସ୍ଥ ବୁର୍ଡା ଗାଁରେ ବିବାହ କରିଥିବା ବେଳେ ତାଙ୍କର ଏକ ବର୍ଷକର ଝିଅଟିଏ ଅଛି। କିଛି ଦିନ ପୂର୍ବେ ସନ୍ତୋଷ ନିଜ ପରିବାର ସହ ଶ୍ୱଶୁର ଘରକୁ ବୁଲି ଯାଇଥିଲେ। ଆଜି ସକାଳେ କାହାକୁ କିଛି ନ କହି ସେ ଘରୁ ବାହାରି ଯାଇଥିଲେ। ଏହାପରେ ଗାଁ ନିକଟସ୍ଥ ରେଳ ଧାରଣାକୁ ଯାଇ ସମ୍ୱଲପୁରରୁ ରାୟଗଡା ଯାଉଥିବା ତପସ୍ୱିନୀ ଏକ୍ସପ୍ରେସ ଆଗକୁ ଡେଇଁ ପଡିଥିଲେ । ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା । ଜିଆରପି ଶବକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ କରୁଛି ତେବେ କେଉଁ କାରଣରୁ ସନ୍ତୋଷ ଆତ୍ମହତ୍ୟା କଲେ ତାହା ଜଣାପଡିନାହିଁ କିଛି ଦିନ ହେଲା ସନ୍ତୋଷ ମାନସିକ ଅବସାଦରେ ଥିବା ଏବଂ ଡାକ୍ତରଙ୍କ ପରାମର୍ଶରେ ଔଷଧ ଖାଉଥିଲେ ବୋଲି ଜଣାପଡିଛି । ତେବେ କ’ଣ ପାଇଁ ସନ୍ତୋଷ ଏପରି ପଦକ୍ଷେପ ନେଲେ, ଉଭୟ ପତିପତ୍ନୀ ମଧ୍ୟରେ କିଛି ଘରୋଇ କଳହ ଲାଗି ରହିଥିଲା କି ତାକୁ ନେଇ ଆରମ୍ଭ ହୋଇଛି ଚର୍ଚ୍ଚା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!