Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମୋଟୁ ବନାଞ୍ଚଳ ପକ୍ଷରୁ ୭୭ଟି କଇଁଛ ଜବତ, ୩ ଅଟକ

by ସଞ୍ଜୟ ସ୍ୱାଇଁ
September 10, 2022
in Crime, State
ମୋଟୁ ବନାଞ୍ଚଳ ପକ୍ଷରୁ ୭୭ଟି କଇଁଛ ଜବତ, ୩ ଅଟକ
12
VIEWS
Share on FacebookShare on Twitter

ମାଲକାନଗିରି, (ବାଘୁଆବାର୍ତ୍ତା): ମାଲକାନଗିରି ଜିଲ୍ଲା ମୋଟୁ ବନାଞ୍ଚଳ ଓ ଏମ୍‌ଭି୭୯ ବନ ବିଭାଗକୁ ମିଳିଛି ବଡ଼ ସଫଳତା । ଗତ କିଛି ଦିନ ତଳେ ୧୨୫ଟି କଇଁଛ ଜବତ କରିଥିବାବେଳେ ପୁଣି ଆଜି ୭୭ଟି କଇଁଛ ଜବତ କରି ୩ଜଣଙ୍କୁ ଅଟକ ରଖିଛି ବନ ବିଭାଗ। ଗତ କିଛି ମାସ ହେବ ଚୋରା ଚାଲାଣକାରୀ କଇଁଛ ମାଫିଆମାନେ ସୀମାନ୍ତ ମୋଟୁ, ଏମଭି ୭୯, କାଲିମେଳା ଅଞ୍ଚଳରେ ସକ୍ରିୟ ହୋଇ ଉଠିଛନ୍ତି । ଘଟଣା ଅନୁଯାୟୀ, ଆଜି ମୋଟୁ ଅଞ୍ଚଳରୁ ଗୋଟିଏ କାରରେ ୩ଜଣ ବ୍ୟକ୍ତି କଇଁଛ ଆଣିବା ସୂଚନାପାଇ ମୋଟୁ(ଏମଭି ୭୯) ରେଞ୍ଜର ଏବଂ ବନଭିଭାଗ ଟିମ୍ ରାସ୍ତାରେ ଜଗି ରହିଥିଲେ । ଏହି ସମୟରେ କାରଟି ଦୃତଗତିରେ ପଳାଉଥିବାବେଳେ ତାକୁ ଗୋଡ଼ାଇ ଧରିବାରେ ସଫଳ ହୋଇଛନ୍ତି। କାରଟିକୁ ଯାଞ୍ଚ କରିବାରୁ ସେଥିରେ କିଛି ପ୍ଲାଷ୍ଟିକ ଟ୍ରେରେ ୭୭ଟି କଇଁଛ ଥିବା ଦେଖିଥିଲେ । ପରେ କାର୍ ସହ କଇଁଛ ଜବତ କରି ଗାଡ଼ିରେ ଥିବା ୩ଜଣଙ୍କୁ ଏମଭି୭୯ ବନ ବିଭାଗ କାର୍ୟ୍ୟାଳୟରେ ଅଟକ ରଖାଯାଇ ପଚରାଉଚରା ଜାରି ରହିଛି । ଜବତ କରାଯାଇଥିବା ୭୭ଟି କଇଁଛ ମଧ୍ୟରୁ ୨୫ ଟି କଇଁଛ ମୃତ ଥିବା ମୋଟୁ ରେଞ୍ଜର ରଶ୍ମିରଂଜନ ସ୍ୱାଇଁ ସୂଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!