Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିପୁଳ ପରିମାଣର କଇଁଛ ଜବତ, ୩ ଗିରଫ

by ସଞ୍ଜୟ ସ୍ୱାଇଁ
September 11, 2022
in Crime, State
ବିପୁଳ ପରିମାଣର କଇଁଛ ଜବତ, ୩ ଗିରଫ
17
VIEWS
Share on FacebookShare on Twitter

ମାଲକାନଗିରି, (ବାଘୁଆବାର୍ତ୍ତା): ବିପୁଳ ପରିମାଣର କଇଁଛ ଜବତ । ମାଲକାନଗିରି ଜିଲ୍ଲା ମୋଟୁ ବନ ବିଭାଗ ତରଫରୁ ଚଢାଉ କରାଯାଇଥିବା ବେଳେ ୭୭ ଟି କଇଁଛ ଜବତ ହୋଇଛି । ଏହାସହ ୩ ଜଣ ଚୋରା ଚାଲାଣକାରୀଙ୍କୁ ଗିରଫ କରାଯାଇଛି । ସୂଚନା ଅନୁସାରେ, ଆନ୍ଧ୍ର ପ୍ରଦେଶରୁ ମୋଟୁ ଅଞ୍ଚଳକୁ ଗୋଟିଏ କାରରେ ୩ ଜଣ ବ୍ୟକ୍ତି କଇଁଛ ଆଣିବା ନେଇ ବନ ବିଭାଗକୁ ସୂଚନା ମିଳିଥିଲା । ଏହାପରେ ଏମଭି ୭୯ ରେଞ୍ଜର ଏବଂ ବନଭିଭାଗ ଟିମ୍ ରାସ୍ତାରେ ଜଗି ରହିଥିଲେ । ଏହି ସମୟରେ କାରଟି ଦ୍ରୁତଗତିରେ ପଳାଉଥିବା ବେଳେ ତାକୁ ଗୋଡ଼ାଇ ଧରିବାରେ ସଫଳ ହୋଇଥିଲେ । କାରଟିକୁ ଯାଞ୍ଚ କରିବାରୂ ୭୭ ଟି କଇଁଛ ମିଳିଥିଲା । ପରେ କାର୍ ସହ କଇଁଛ ଜବତ କରି ଗାଡ଼ିରେ ଥବା ୩ ଜଣଙ୍କୁ ଏମଭି ୭୯ ବନ ବିଭାଗ କାର୍ୟ୍ୟାଳୟରେ ଅଟକ ରଖାଯାଇ ପଚରାଉଚରା ଜାରି ରହିଛି । ଜବତ କରାଯାଇଥିବା ୭୭ଟି କଇଁଛ ମଧ୍ୟରୁ ୨୫ଟି କଇଁଛ ମରିଯାଇଥିବା ମୋଟୁ ରେଞ୍ଜର ସୂଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!