Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଟକରୁ ନକଲି ମେଡିସିନ ଜବତ ଘଟଣାରେ ଦୁଇ ହୋଲସେଲଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ

by ସଞ୍ଜୟ ସ୍ୱାଇଁ
September 11, 2022
in Crime, State
କଟକରୁ ନକଲି ମେଡିସିନ ଜବତ ଘଟଣାରେ ଦୁଇ ହୋଲସେଲଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ
21
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): କଟକରୁ ନକଲି ମେଡିସିନ ଜବତ ହେବା ଘଟଣା। ନକଲି ମେଡିସିନ ବିକୁଥିବା ଦୁଇ ହୋଲସେଲରଙ୍କ ବିରୋଧରେ ଗ୍ରହଣା କଲା କଟକ ଜିଲ୍ଲା ଡ୍ରଗିଷ୍ଟ ଆଣ୍ଡ କେମିଷ୍ଟ ସଂଘ। ଉଭୟ ବ୍ୟବସାୟୀଙ୍କର ସଦସ୍ୟତା ମଧ୍ୟ ରଦ୍ଧ କଲା ସଂଘ। ଏଥିସହ ଏଭଳି ବ୍ୟବସାୟୀଙ୍କ ଉପରେ ଦୃଢ କାର୍ୟ୍ୟାନୁଷ୍ଠାନ ଦାବି କରିଛି ସଂଘ। କଟକ ଜିଲ୍ଲା ସଂଘ ସଭାପତି ଭାଗବତ ସାହୁଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଖବର ଅନୁଯାୟୀ, କିଛି ଦିନ ତଳେ କଟକର ବିଭିନ୍ନ ସ୍ଥାନରେ ନକଲି ମେଡିସିନ୍‌ କାରବାର ନେଇ ସୂଚନା ପାଇଥିଲା ଡ୍ରଗ କଂଟ୍ରୋଲର ଟିମ । ଏହାପରେ ଉକ୍ତ ସ୍ଥାନମାନଙ୍କରେ ଚଢାଉ କରିଥିଲେ । ଏହି ଚଢାଉରେ ବିପୁଳ ପରିମାଣର ନକଲି ମେଡିସିନ ଜବତ ମଧ୍ୟ ହୋଇଥିଲା । ଏକ ନାମୀ କମ୍ପାନୀର ଔଷଧକୁ ନକଲି ବିକ୍ରି କରୁଥିଲେ । ଆଉ ଏବେ ଦୁଇ ହୋଲସେଲରଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ନେଇଛି କଟକ ଜିଲ୍ଲା ଡ୍ରଗିଷ୍ଟ ଆଣ୍ଡ କେମିଷ୍ଟ ସଂଘ । ଏହାସହିତ ଉଭୟ ବ୍ୟବସାୟୀଙ୍କର ସଦସ୍ୟତା ମଧ୍ୟ ରଦ୍ଧ କରିଛି ସଂଘ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!