Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୮ଦିନ ପରେ ଆସିଲା ଛାତ୍ରୀ ଅମ୍ରିତା ମୃତ୍ୟୁ ଘଟଣାର ଶବ ବ୍ୟବଚ୍ଛେଦ ରିପୋର୍ଟ

by ସଞ୍ଜୟ ସ୍ୱାଇଁ
September 11, 2022
in Crime, State
୮ଦିନ ପରେ ଆସିଲା ଛାତ୍ରୀ ଅମ୍ରିତା ମୃତ୍ୟୁ ଘଟଣାର ଶବ ବ୍ୟବଚ୍ଛେଦ ରିପୋର୍ଟ
16
VIEWS
Share on FacebookShare on Twitter

ଯାଜପୁର, (ବାଘୁଆବାର୍ତ୍ତା): ଯାଜପୁର ବିଂଝାରପୁର ବରୀକୁଳ ଗାଁର ଛାତ୍ରୀ ଅମ୍ରିତାଙ୍କ ମୃତ ଘଟଣା । ୮ଦିନ ପରେ ଆସିଲା ବ୍ୟବଛେଦ ରିପୋର୍ଟ । ଛାତ୍ରୀ ଙ୍କୁ ହତ୍ୟା କରାଯାଇନାହିଁ ବରଂ ପାଣିରେ ବୁଡି ତାଙ୍କର ମୃତ୍ୟୁ ହୋଇଥିବା ରିପୋର୍ଟରେ ଦର୍ଶାଯାଇଛି । ଖବର ଅନୁଯାୟୀ, ବିଂଝାରପୁର ବରୀକୁଳ ଗାଁର ଅମୂଲ୍ୟ ଦାସଙ୍କ ସାନ ଝିଅ ଅମ୍ରିତା ଦାସ ଗତ ୩ ତାରିଖ ଦିନ ଟ୍ୟୁସନ ଯାଇ ଆଉ ଘରକୁ ଫେରିନଥିଲେ । ବହୁ ଖୋଜା ଖୋଜି ପରେ ମଙ୍ଗଳପୁର ଥାନା ନନ୍ଦୀପୁର ନିକଟ ରାସ୍ତା କଡ଼ ପୋଖରୀରୁ ମିଳିଥିଲା ଅମ୍ରିତାଙ୍କ ମୃତଦେହ। ଯାହାକୁ ନେଇ ମଙ୍ଗଳପୁର ଥାନାରେ ଅମ୍ରିତାଙ୍କୁ ହତ୍ୟା କରି ଫିଙ୍ଗି ଥିବା ଅଭିଯୋଗ କରିଥିଲେ ପରିବାର ଲୋକେ। ଅମ୍ରିତାଙ୍କ ମୃତ୍ୟୁ ଘଟଣାର ଆଠ ଦିନ ପରେ ଆସିଛି ଶବ ବ୍ୟବଚ୍ଛେଦ ରିପୋର୍ଟ । ଏଥିରେ ସେ ପାଣିରେ ବୁଡି ମରିଥିବା ଦର୍ଶାଯାଇଛି । ତେବେ ଅମ୍ରିତାଙ୍କୁ କେହି ବଳପୂର୍ବକ ପାଣି ବୁଡାଇ ମାରିଛି ନା ସେ ଅସାବଧାନତାରୁ ପାଣି ବୁଡି ମରିଛନ୍ତି । ଏନେଇ କିଛି ସ୍ପଷ୍ଟ ହୋଇନାହିଁ । ଭିସେରା ରିପୋର୍ଟକୁ ଅପେକ୍ଷା କରିଛି ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!