Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୂର୍ବଶତ୍ରୁତାରୁ ହତ୍ୟାକାଣ୍ଡ

by ସଞ୍ଜୟ ସ୍ୱାଇଁ
September 12, 2022
in Crime, State
ପୂର୍ବଶତ୍ରୁତାରୁ ହତ୍ୟାକାଣ୍ଡ
23
VIEWS
Share on FacebookShare on Twitter

ସମ୍ବଲପୁର, (ବାଘୁଆବାର୍ତ୍ତା): ବୁର୍ଲା ସହରରେ ହତ୍ୟାକାଣ୍ଡ । ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ କରି ହତ୍ୟା ଅଭିଯୋଗ । ମୃତକ ଜଣକ ହେଲେ ପିଡବ୍ଲୁଡି କଲୋନୀ ସ୍ଥିତ ଶକ୍ତିନଗରର ବୈଦ୍ୟନାଥ ଶର୍ମା । ଖବର ଅନୁଯାୟୀ, ବିଳମ୍ବିତ ରାତ୍ରିରେ ବୈଦନାଥ ଘର ସମ୍ମୁଖରେ ଛିଡା ହୋଇଥିବାବେଳେ ୬ଜଣ ଦୁବୃତ୍ତ ଆସି ଅସାଦଚରଣ ପ୍ରଦର୍ଶନ କରିଥିଲେ । ଏହାକୁ ବିରୋଧ କରିବାରୁ ମାରଣାସ୍ତ୍ରରେ ଆକ୍ରମଣ କରି ଦୁର୍ବୃତ୍ତ ଫେରାର ମାରିଥିଲେ । ତେବେ ପରିବାର ଲୋକେ ବୈଦନାଥଙ୍କୁ ଭୀମସାରରେ ଭର୍ତ୍ତି କରିଥିବାବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ପୂର୍ବ ଶତୃତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପୋଲିସ ଅନୁମାନ କରୁଛି । ଏହାସହ ଏହି ଘଟଣାରେ ୩ଜଣଙ୍କୁ ପୋଲିସ ଅଟକ ରଖିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!