Thursday, November 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନକଲି ଔଷଧ କାରବାର, ୪ ଅଭିଯୁକ୍ତ ଗିରଫ

by ସଞ୍ଜୟ ସ୍ୱାଇଁ
September 12, 2022
in Crime, State
ନକଲି ଔଷଧ କାରବାର, ୪ ଅଭିଯୁକ୍ତ ଗିରଫ
26
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ନକଲି ଔଷଧ କାରବାର ଘଟଣାରେ ତନାଘନା । ନକଲି ଔଷଧ କାରବାର ଅଭିଯୋଗ ଗିରଫ ହେଲେ ୪ ଅଭିଯୁକ୍ତ । ଭି.ଆର ଓ ପୂଜା ଏଣ୍ଟରପ୍ରାଇଜର୍ସ ମାଲିକଙ୍କୁ ଗିରଫ କରିଛି ପୋଲିସ । ଏହାସହ ଦୁଇ ଜଣ ଷ୍ଟକିଷ୍ଟଙ୍କୁ ମଧ୍ୟ ପୁରୀଘାଟ ପୋଲିସ ଗିରଫ କରିଛି । ଅଭିଯୁକ୍ତଙ୍କୁ ସାଙ୍ଗରେ ଧରି ମେଡିସିନ ଗୋଦାମରେ ରେଡ୍ କରିଛି ପୋଲିସ । କଟକ ପୁରୀଘାଟ ଥାନା ପୋଲିସ କରୁଛି ରେଡ୍ । କିଛି ଜରୁରୀ କାଗଜପତ୍ର ଜବତ ହୋଇଛି । କଟକ ଡିସିପି ପିନାକ ମିଶ୍ର ଏନେଇ ସୂଚନା ଦେଇଛନ୍ତି । ତେବେ ଏବେ ଅନେକ ସ୍ଥାନରେ ରେଡା ଚାଲିଥିବା ସେ କହିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!