Thursday, November 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍ତ୍ରୀକୁ ଘର ଭିତରେ ନିଆଁ ଲଗାଇ ହତ୍ୟା ଘଟଣାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଲେ ଅତିରିକ୍ତ ଜିଲ୍ଲା ଜଜ୍‌

by ସଞ୍ଜୟ ସ୍ୱାଇଁ
September 12, 2022
in Crime, State
ସ୍ତ୍ରୀକୁ ଘର ଭିତରେ ନିଆଁ ଲଗାଇ ହତ୍ୟା ଘଟଣାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଲେ ଅତିରିକ୍ତ ଜିଲ୍ଲା ଜଜ୍‌
17
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ନିର୍ୟାତନା ପାଇଁ ସ୍ତ୍ରୀକୁ ଘର ଭିତରେ ନିଆଁ ଲଗାଇ ହତ୍ୟା ଘଟଣାରେ ଦଣ୍ଡାଦେଶ। ସ୍ୱାମୀକୁ ଆଜୀବନ କାରାଦଣ୍ଡ ଓ ଶାଶୁ କୁ ୩ବର୍ଷ ସଶ୍ରମ କାରାଦଣ୍ଡ ସହିତ ୩ହଜାର ଟଙ୍କା ଜୋରିମାନା ଘୋଷଣା କଲେ କୋର୍ଟ। ଜୋରିମାନା ଅନାଦେୟ ହେଲେ ଅଧିକ ୩ ମାସ କାରାଦଣ୍ଡ। ଭଦ୍ରକ ଅତିରିକ୍ତ ଜିଲ୍ଲା ଜଜ୍‌ ଅଭିଯୁକ୍ତ ସ୍ୱାମୀ ପୂର୍ଣ୍ଣଚନ୍ଦ୍ର ବେହେରାଙ୍କୁ ଏହି ଦଣ୍ଡାଦେଶ ଶୁଣାଇଛନ୍ତି। ଖବର ଅନୁସାରେ, ୨୦୧୫ ମସିହାରେ ଭଦ୍ରକ ଗ୍ରାମାଞ୍ଚଳ ଥାନା ଜିତାନଗାରେ ଯୌତୁକ ପାଇଁ ବଧୁ ହତ୍ୟା ହୋଇଥିଲା। ଗାଁରେ କୀର୍ତ୍ତନ ହେବା ବେଳେ ସ୍ତ୍ରୀ ଅପନୁ ବେହେରାଙ୍କୁ ସ୍ୱାମୀ ଘର ସହ ନିଆଁ ଲଗାଇ ଦେଇଥିଲେ। ଗୁରୁତର ଭାବେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା। ଏହି ଘଟଣାରେ ସ୍ୱାମୀ ପୂର୍ଣ୍ଣଚନ୍ଦ୍ରଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଶାଶୁ ମୃତ ବୋହୁ ଅପନୁଙ୍କୁ ଯୌତୁକ ନିର୍ୟାତନା ଦେଉଥିବାରୁ ତାଙ୍କୁ ମଧ୍ୟ ମାନ୍ୟବର ଅତିରିକ୍ତ ଜିଲ୍ଲା ଜଜ୍‌ ୩ ବର୍ଷ ସଶ୍ରମ କାରାଦଣ୍ଡ ଶୁଣାଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!