Thursday, November 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହଷ୍ଟେଲ ରୁମ୍‌ରେ ମିଳିଲା ଛାତ୍ରଙ୍କ ମୃତଦେହ

by ସଞ୍ଜୟ ସ୍ୱାଇଁ
September 13, 2022
in Crime, State
ଘର ନିକଟରେ ଯୁବକଙ୍କୁ ଛୁରୀ ଭୁସି ହତ୍ୟା
16
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜଧାନୀରେ ପୁଣି ଜଣେ ଛାତ୍ରଙ୍କ ଆତ୍ମହତ୍ୟା। ହଷ୍ଟେଲ ରୁମ୍‌ ଉଦ୍ଧାର ହେଲା ଛାତ୍ରଙ୍କ ମୃତଦେହ। ମୃତ ଛାତ୍ର ଜଣଙ୍କ ପାରିକୁଦ ଅଞ୍ଚଳର ସୂର୍ୟ୍ୟ ପ୍ରକାଶ ପଲେଇ ବୋଲି ସୂଚନା ମିଳିଛି। ତେବେ ଛାତ୍ର ଜଣ କେଉଁ କାରଣରୁ ଆତ୍ମହତ୍ୟା କରିଛନ୍ତି ତାହା ସ୍ପଷ୍ଟ ହୋଇନାହିଁ। ଘଟଣାସ୍ଥଳରେ ଇନ୍‌ଫୋଭାଲି ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି। ସୂଚନା ମୁତାବିକ, ଇନଫୋଭାଲି ଥାନା ଅନ୍ତର୍ଗତ ଏକ ଘରୋଇ କଲେଜ ହଷ୍ଟେଲ ରୁମ୍‌ରୁ ଛାତ୍ରଙ୍କ ମୃତଦେହ ଠାବ ହୋଇଛି। ଛାତ୍ର ଜଣଙ୍କ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ ପହଞ୍ଚି ପୋଲିସ ଓ ସାଇଣ୍ଟିଫିକ୍ ଟିମର ତଦନ୍ତ ଆରମ୍ଭ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!