Tuesday, November 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୪ ଗିରଫ

by ସଞ୍ଜୟ ସ୍ୱାଇଁ
September 16, 2022
in Crime, State
୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୪ ଗିରଫ
22
VIEWS
Share on FacebookShare on Twitter

ବ୍ରହ୍ମପୁର, (ବାଘୁଆବାର୍ତ୍ତା): ପାର୍ବଣରେ ଅପରାଧ ରୋକିବାକୁ ଚାଲିଛି ଜୋରଦାର ଧରପଗଡ । ବିଭିନ୍ନ ସ୍ଥାନରେ ଚଢାଉ କରାଯାଇ ବିପୁଳ ପରିମାଣର ଗଞ୍ଜେଇ ଜବତ କରାଯାଉଛି । ଏହି ପରିପ୍ରେକ୍ଷୀରେ ବ୍ରହ୍ମପୁରରେ ଅବକାରୀ ଗୁଇନ୍ଦା ବିଭାଗକୁ ସଫଳତା ମିଳିଛି । ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ୪ ଜଣଙ୍କ ଗିରଫ କରାଯାଇଛି । ଟିମ୍ ସୂଚନା ପାଇ ଗୋପାଳପୁର ଛକରେ ଚଢାଉ କରିଥିଲା । କନ୍ଧମାଳରୁ ଦିଲ୍ଲୀ କୁ କାର୍ ଯୋଗେ ବେଆଇନ୍ ଗଞ୍ଜେଇ ଚାଲାଣ ବେଳେ ଗୋପାଳପୁର ଛକରେ ଧରିଥିଲା ଅବକାରୀ ଗୁଇନ୍ଦା ବିଭାଗ । ଫଳରେ ଏକ କୁଇଣ୍ଟାଲ୍‌ରୁ ଅଧିକ ଗଞ୍ଜେଇ ସହ କାର୍ ଜବତ । ଆହୁରି ମଧ୍ୟ ୪ ମାଫିଆ ଧରାପଡିଛନ୍ତି । ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୧୦ ଲକ୍ଷ ଟଙ୍କା ହେବ ବୋଲି ଆକଳନ କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ଦକ୍ଷିଣାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗ ଡେପୁଟି କମିଶନର ଅଶୋକ ଶତପଥୀ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!