Monday, November 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁଲିସ କବଜାରେ ଅବକାରୀ କର୍ମଚାରୀ, ଗଞ୍ଜେଇ ଗାଡ଼ିକୁ ଦେଉଥିଲେ ଏସ୍କର୍ଟ!

by ସଞ୍ଜୟ ସ୍ୱାଇଁ
September 18, 2022
in Crime, State
ପୁଲିସ କବଜାରେ ଅବକାରୀ କର୍ମଚାରୀ, ଗଞ୍ଜେଇ ଗାଡ଼ିକୁ ଦେଉଥିଲେ ଏସ୍କର୍ଟ!
93
VIEWS
Share on FacebookShare on Twitter

କୋରାପୁଟ, (ବାଘୁଆବାର୍ତ୍ତା): ପୋଲିସ କବଜାରେ ଅବକାରୀ ବିଭାଗର ତିନି କର୍ମଚାରୀ। ଗଞ୍ଜେଇ ଚୋରାଚାଲାଣ ଅଭିଯୋଗରେ ଅବକାରୀ ବିଭାଗର ୩ ଜଣ କର୍ମଚାରୀଙ୍କୁ ପଟାଙ୍ଗି ଥାନାରେ ଅଟକ ରଖି ପଚରାଉଚୁରା କରାଯାଉଛି। ଅଟକ ବ୍ୟକ୍ତିଙ୍କ ମଧ୍ୟରେ ଦୁଇ ଜଣ କନଷ୍ଟେବଳ ଓ ଜଣେ ଏଏସଆଇ ଅଛନ୍ତି। ଆନ୍ଧ୍ରକୁ ଏକ ଟ୍ରକରେ ଗଞ୍ଜେଇ ଚୋରାଚାଲାଣ ବେଳେ ଗଞ୍ଜେଇ ବୋଝେଇ ଗାଡିକୁ ଅବକାରୀ ବିଭାଗର କର୍ମଚାରୀ ଏସ୍କର୍ଟ ଦେଇ ନେଉଥିଲେ। ଏତିକି ବେଳେ ବିସ୍ଵସ୍ଥ ସୁତ୍ରରୁ ଖବର ପାଇ ସୁଙ୍କି ଫାଣ୍ଡି ପୋଲିସ ଚଢାଉ କରିଥିଲା। ଚଢାଉ ବେଳେ ଅବକାରୀ ବିଭାଗର ୩ ଜଣ କର୍ମଚାରୀ ଗିରଫ ହୋଇଛନ୍ତି। ସେମାନଙ୍କୁ ପଟାଙ୍ଗି ଥାନାରେ ଅଟକ ରଖି ପଚରାଉଚୁରା କରାଯାଉଛି। ଅଟକ ବ୍ୟକ୍ତିଙ୍କ ମଧ୍ୟରେ ଦୁଇ ଜଣ କନଷ୍ଟେବଳ ଓ ଜଣେ ଏଏସଆଇ ଅଛନ୍ତି। ତେବେ ଏନେଇ ପୋଲିସ ପକ୍ଷରୁ କୌଣସି ସ୍ପଷ୍ଟ ସୂଚନା ମିଳିନଥିବା ବେଳେ ତଦନ୍ତ ଚାଲୁଥିବା ସୁନାବେଡ଼ା ଏସଡିପିଓ ମନୋଜ ବେହେରା କହିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!