Monday, November 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କୁକୁଡ଼ା ଫାର୍ମ ନିକଟରୁ ଯୁବକଙ୍କ ମୃତଦେହ ଠାବ, ଥିଲେ ନିଖୋଜ

by ସଞ୍ଜୟ ସ୍ୱାଇଁ
September 18, 2022
in Crime, State
କୁକୁଡ଼ା ଫାର୍ମ ନିକଟରୁ ଯୁବକଙ୍କ ମୃତଦେହ ଠାବ, ଥିଲେ ନିଖୋଜ
146
VIEWS
Share on FacebookShare on Twitter

ବାଲିପାଟଣା, (ବାଘୁଆବାର୍ତ୍ତା): କୁକୁଡ଼ା ଫାର୍ମ ନିକଟରେ ଯୁବକଙ୍କ ମୃତଦେହ ଠାବ । ମୃତକଙ୍କ ନାମ ସୁମନ୍ତ ବୋଲି ଜଣାପଡିଛି । ବାଲିପାଟଣା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଖବର ଅନୁଯାୟୀ, ଶନିବାର ରାତି ପ୍ରାୟ ୩ ଟାରେ ସୁମନ୍ତ ଘରୁ ଚାଲି ଆସିଥିଲେ । ପରିବାର ଲୋକ ବହୁ ଖୋଜାଖୋଜି କରିଥିଲେ ମଧ୍ୟ ତାଙ୍କର କୌଣସି ସୂଚନା ମିଳିନଥିଲା । ଶେଷରେ ରବିବାର ସକାଳୁ ତାଙ୍କ ମୃତଦେହ ଦୋରବାଙ୍ଗ ଗାଁରେ ପଡିଥିବାର ଲୋକ ଦେଖିଥିଲେ । ଏହାପରେ ତୁରନ୍ତ ବାଲିପାଟଣା ପୋଲିସକୁ ଖବର ଦେଇଥିଲେ । ବାଲିପାଟଣା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ମେଡିକାଲକୁ ପଠାଇଛି । ତେବେ ଏହା ଆତ୍ମହତ୍ୟା କି ହତ୍ୟା । ତାହା ସ୍ପଷ୍ଟ ହୋଇନଥିବା ବେଳେ ଶବ ବ୍ୟବଚ୍ଛେଦ ପରେ ପ୍ରକୃତ କାରଣ ଜଣାପଡିବ ବୋଲି ପୋଲିସ କହିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!