Monday, November 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସିଲଭର ସିଟିରେ ବେଧଡକ ଚାଲିଛି ନକଲି କାରବାର, ନକଲି ଔଷଧ ଜବତ

by ସଞ୍ଜୟ ସ୍ୱାଇଁ
September 19, 2022
in Crime, State
ସିଲଭର ସିଟିରେ ବେଧଡକ ଚାଲିଛି ନକଲି କାରବାର, ନକଲି ଔଷଧ ଜବତ
34
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ସିଲଭର ସିଟିରେ ବେଧଡକ ଚାଲିଛି ନକଲି କାରବାର । ପୁଣି କଟକରୁ ଜବତ ହୋଇଛି ତିନି ଲକ୍ଷ ଟଙ୍କାର ନକଲି ମେଡିସିନ । ଦୋଳମୁଣ୍ଡାଇ ମହତାବ ରୋଡ ସ୍ଥିତ ଏକ ଟ୍ରାନ୍ସପୋର୍ଟରୁ ନକଲି ମେଡିସିନ ଜବତ କରିଛି ପୁରୀଘାଟ ଥାନା ପୋଲିସ । ଭି.ଆର୍ ଡ୍ରଗ ଏଜେନ୍ସି ଏହି ନକଲି ମେଡିସିନ କୋଲକାତାରୁ ମଗାଇଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି । ଭି ଆର୍ ଡ୍ରଗ୍ ଏଜେନ୍ସିର ମାଲିକ ରାହୁଲ କ୍ୟାଲ୍ ବି ଗିରଫ ହୋଇଛନ୍ତି । ସୂଚନା ଥାଉକି ଗତ କିଛି ଦିନ ତଳେ କଟକରେ ନକଲି ମେଡିସିନ ବିକ୍ରି ହେଉଊଥିବା ନେଇ ହୋଇଥିଲା ଅଭିଯୋଗ । ଏହି ଅଭିଯୋଗରେ ବିଭିନ୍ନ ସ୍ଥାନରେ ଚଢାଉ କରିଥିଲା ଟିମ୍ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!