Monday, November 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ ର ୨ ଭାଇ, ବଡ଼ ଭାଇର ମାଡ଼ରେ ସାନ ଭାଇର ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
September 20, 2022
in Crime, Nayagarh, State
ନୟାଗଡ଼ ର ୨ ଭାଇ, ବଡ଼ ଭାଇର ମାଡ଼ରେ ସାନ ଭାଇର ମୃତ୍ୟୁ
1.1k
VIEWS
Share on FacebookShare on Twitter

ଭୁବନେଶ୍ଵର, (ବାଘୁଆବାର୍ତ୍ତା): ରାଜଧାନୀରେ ବିଭତ୍ସ ହତ୍ୟା। ବଡ଼ ଭାଇ ମାଡ଼ରେ ସାନ ଭାଇ ମୃତ। ଭୁବନେଶ୍ଵର ଖଣ୍ଡିଗିରି ଅଞ୍ଚଳରେ ଏଭଳି ଅଭାବନୀୟ ଘଟଣା ଘଟିଛି। ସାନ ଭାଇକୁ ପାଠ ପଢିବାକୁ ତାଗିଦ୍ କରି ବଡ଼ ଭାଇ ମାଡ଼ ମାରିଥିଲା। ଏଥିରେ ସାନ ଭାଇର ମୃତ୍ୟୁ ଘଟିଛି। ୩୦୨ ଦଫାରେ ବଡ଼ ଭାଇକୁ ପୋଲିସ ଗିରଫ କରିଛି। ସୂଚନାନୁଯାୟୀ, ନୟାପଲ୍ଲୀ ଅଞ୍ଚଳରେ ରହୁଥିବା ବିଶ୍ଵମୋହନ ସେନାପତି ତାଙ୍କର ସାନ ଭାଇ ରାଜମୋହନ ସେନାପତିଙ୍କୁ ପିଟିପିଟି ହତ୍ୟା କରିଛନ୍ତି। ରାଜମୋହନ ବାରମ୍ଵାର ଘରୁ ଟଙ୍କା ଆଣି ଅଯଥା ଖର୍ଚ୍ଚ କରୁଥିଲେ। ଏହାକୁ ନେଇ ଆଜି ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ବିଶ୍ଵମୋହନ ରାଜମୋହନଙ୍କ ଉପରେ ଠେଙ୍ଗାରେ ଆକ୍ରମଣ କରିଥିଲେ। ଫଳରେ ଘଟଣାସ୍ଥଳରେ ରାଜମୋହନଙ୍କ ମୃତ୍ୟୁ ଘଟିଛି। ଖବର ପାଇ ଖଣ୍ଡଗିରି ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚିଛି। ପୋଲିସ ବଡଭାଇକୁ ଅଟକ ରଖିବା ସହ ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି। ଦୁଇ ଭାଇ ନୟାଗଡ଼ ର ବୋଲି ଶେଷରେ ଜଣା ପଡିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!