Monday, November 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବନ୍ତ ଛକ ରେ ଜବର ଦଖଲ ଉଛେଦ ପାଇଁ ପୋଲିସ ପ୍ରଶାସନ ତରଫରୁ ୧୪୪ ଧାରା ଜାରି

by ସଞ୍ଜୟ ସ୍ୱାଇଁ
September 20, 2022
in Crime, State
ବନ୍ତ ଛକ ରେ ଜବର ଦଖଲ ଉଛେଦ ପାଇଁ ପୋଲିସ ପ୍ରଶାସନ ତରଫରୁ ୧୪୪ ଧାରା ଜାରି
64
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ବନ୍ତ ଛକରେ ୧୪୪ ଧାରା ଜାରି । ଉଚ୍ଛେଦ ସରିବା ଯାଏଁ ଲାଗୁ ରହିବ ୧୪୪ ଧାରା । ଉଚ୍ଛେଦ ବେଳେ ପୋଲିସକୁ ଦୁର୍ବ୍ୟବହାର ଓ ବିରୋଧକୁ କାର୍ୟ୍ୟାନୁଷ୍ଠାନ ନେଇଛି ପ୍ରଶାସନ । ଏନେଇ ଭଦ୍ରକ ତହସିଲଦାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ଭଦ୍ରକ ସହରର ବନ୍ତ ଛକ ନିକଟରେ ୧୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ଵରେ ଜବରଦଖଲ କରି ବହୁ ଦୋକାନ ଖୋଲାଯାଇଥିଲା । ପୂର୍ବରୁ ଉଚ୍ଛେଦ ପାଇଁ ଘୋଷଣା ସତ୍ତ୍ୱେ ବି ଦୋକାନ ଗୁଡିକ ଖୋଲାରହିଥିଲା । ଶେଷରେ ପ୍ରଶାସନ ପକ୍ଷରୁ ଉଚ୍ଛେଦ କରିବା ଆରମ୍ଭ ହୋଇନଥିଲା ପ୍ରୟାସ । କିନ୍ତୁ ଦେଖାଦେଇଥିଲା ବିରୋଧ । ଏପିରିକି ପୋଲିସକୁ ଦୁର୍ବ୍ୟବହାର କରିଥିବାର ଅଭିଯୋଗ ହୋଇଛି । ଯାହାକୁ ନେଇ ଆକ୍ସନକୁ ଆସିଛି ସ୍ଥାନୀୟ ପ୍ରଶାସନ । ବନ୍ତ ଛକରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜରି କରାଯାଇଛି । ଉଚ୍ଛେଦ ସରିବା ଯାଏଁ ଏହି ୧୪୪ ଧାରା ଜାରି ରହିବ । ଏବେବି ଘଟଣାସ୍ଥଳରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!