Monday, November 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଷ୍ପୋରକ ସାମଗ୍ରୀ ଜବତ ମାମଲା, ମାଓନେତା ସବ୍ୟସାଚୀ ପଣ୍ଡା ନିର୍ଦ୍ଦୋଷରେ ଖଲାସ

by ସଞ୍ଜୟ ସ୍ୱାଇଁ
September 20, 2022
in Crime, State
ବିଷ୍ପୋରକ ସାମଗ୍ରୀ ଜବତ ମାମଲା, ମାଓନେତା ସବ୍ୟସାଚୀ ପଣ୍ଡା ନିର୍ଦ୍ଦୋଷରେ ଖଲାସ
322
VIEWS
Share on FacebookShare on Twitter

ଗୁଣପୁର, (ବାଘୁଆବାର୍ତ୍ତା): ରାୟଗଡା ଜିଲ୍ଲା ଚନ୍ଦ୍ରପୁର ବ୍ଲକର ମୁଚିଗୁଡା ଜଙ୍ଗଲରୁ ବିଷ୍ପୋରକ ସାମଗ୍ରୀ ଜବତ ମାମଲାରେ ଆଜି ଗୁଣପୁର ଏଡିଜେ ମାଓବାଦୀ ନେତା ସବ୍ୟସାଚୀ ପଣ୍ଡାଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି । ଗତ ୬ ମାର୍ଚ୍ଚ ୨୦୧୩ ମସିହାରେ ସିଆରପିଏଫ ଜବାନଙ୍କ କୁମ୍ୱିଂ ଅପରେସନ୍ ବେଳେ ସବ୍ୟସାଚୀ ଜଙ୍ଗଲରୁ ଛତ୍ରଭଙ୍ଗ ଦେଇ ଚାଲିଯିବା ପରେ ଜଙ୍ଗଲ ଭିତରର ମାଓ ଆଡ୍ଡାରୁ ଏକ ଟିଫିନ ବୋମା, ୧୨ ଭୋଲଟ ବ୍ୟାଟେରି, ତାର, ବ୍ୟାନର ଓ ନଥିପତ୍ର ଜବତ କରିଥିଲେ। ଉକ୍ତ ଘଟଣାରେ ସବ୍ୟସାଚୀଙ୍କ ବିରୋଧରେ ଚନ୍ଦ୍ରପୁର ଥାନାରେ ଏକ ମାମଲା ରୁଜୁ ହୋଇଥିଲା। ଏହି ମାମଲାରେ ୨୦ଟି ସାକ୍ଷୀଙ୍କ ବୟାନକୁ ବିଚାର କରି ଏଡିଜେ ସବ୍ୟସାଚୀଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି। ପୋଲିସ ଏହି ମାମଲାରେ ଦେଇଥିବା ଚାର୍ଜସିଟ୍ ଅନୁଯାୟୀ କୋର୍ଟରେ ଆବଶ୍ୟକୀୟ ସାକ୍ଷ ପ୍ରମାଣ ଅଭାବ ହେବାରୁ ସେ ନିର୍ଦ୍ଦୋଷରେ ଖଲାସ ହୋଇଥିବା ସବ୍ୟଙ୍କ ଓକିଲ ବ୍ରହ୍ମାନନ୍ଦ ପଟ୍ଟନାୟକ କହିଛନ୍ତି। ଏହା ପୁର୍ବରୁ ଗୁଣପୁରର ବିଭିନ୍ନ କୋର୍ଟରେ ୧୩ଟି ମକଦ୍ଦମାରେ ସେ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!